ଓଡ଼ିଶାର ୧୨ଟି ସ୍ଥାନରେ ହେବ ମକ୍‌ଡ୍ରିଲ୍‌: ଏୟାରଷ୍ଟ୍ରାଇକ୍ ହେଲେ କେମିତି ରହିବେ ପ୍ରସ୍ତୁତ, ଦିଆଯିବ ତାଲିମ

0

ଭୁବନେଶ୍ୱର (ଆମ ଟିଭି): ଓଡ଼ିଶାର ୧୨ଟି ସ୍ଥାନରେ ହେବ ମକ୍‌ଡ୍ରିଲ୍ । ବାଲେଶ୍ୱର, କୋରାପୁଟ, ଭୁବନେଶ୍ୱର ଓ ଗୋପାଳପୁରରେ ମକ୍‌ଡ୍ରିଲ କରାଯିବ । ସେହିପରି ହୀରାକୁଦ, ପାରାଦ୍ୱୀପ, ରାଉରକେଲା ଓ ଭଦ୍ରକ ବି ମକ୍‌ଡ୍ରିଲ୍ ହେବ । ଏହା ସହ ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ତାଳଚେର ମକ୍‌ଡ୍ରିଲ୍ କରାଯିବା ନେଇ ନିଷ୍ପତ୍ତି ନିଆଯାଇଛି ।

ଯୁଦ୍ଧ ବେଳେ ନାଗରିକମାନେ କିପରି ଆତ୍ମରକ୍ଷା କରିବେ ସେନେଇ ତାଲିମ ଦିଆଯିବ ।  ଆସନ୍ତାକାଲି ହେବାକୁ ଥିବା ମକ୍‌ଡ୍ରିଲ୍ ପୂର୍ବରୁ ଆସି ବସିଛି ।

Leave A Reply

Your email address will not be published.