ଭଦ୍ରକ ଗୋଷ୍ଠୀ ସଂଘର୍ଷରେ ମୃତ ସନ୍ତୋଷ ପରିଡ଼ାଙ୍କ ପିଲାଙ୍କ ପାଠପଢ଼ା ଖର୍ଚ୍ଚ ବହନ କରିବେ ସରକାର

0

ଭଦ୍ରକ ତିହିଡ଼ି ଥାନା ଅଞ୍ଚଳରେ ଦୁଇ ସମ୍ପ୍ରଦାୟଙ୍କ ମଧ୍ୟରେ ଗଣ୍ଡଗୋଳ ଘଟି ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଥିବା ସନ୍ତୋଷ ପରିଡ଼ାଙ୍କ ପିଲାଙ୍କ ପାଠପଢ଼ା ଖର୍ଚ୍ଚ ସରକାର ବହନ କରିବେ ବୋଲି ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି।

ଗତକାଲି ଦୋଷୀଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ସହ ସନ୍ତୋଷଙ୍କ ନିକଟ ସମ୍ପର୍କୀୟଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କା ସହାୟତା ଏବଂ ପରିବାରର ଜଣଙ୍କୁ ନିଯୁକ୍ତି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

Leave A Reply

Your email address will not be published.