୪୫ ହଜାର ଶିକ୍ଷକ ନିଯୁକ୍ତି ହେବେ: ମୁଖ୍ୟମନ୍ତ୍ରୀ

0

ଆସନ୍ତା ୩ ବର୍ଷରେ ୪୫ ହଜାର ଶିକ୍ଷକ ନିଯୁକ୍ତି ହେବେ । ତନ୍ମଧ୍ୟରୁ ୪୦ ହଜାର ନୂତନ ଶିକ୍ଷକ ପଦବୀ ସୃଷ୍ଟି ହେବ। ଦଶମ ପର୍ଯ୍ୟନ୍ତ ସବୁ ପିଲାଙ୍କୁ ମାଗଣାରେ ପାଠ୍ୟ ପୁସ୍ତକ ଦିଆଯିବ ।ସ୍କିମାଟିକ୍‌ ପ୍ରାଥମିକ ଶିକ୍ଷକଙ୍କୁ ନିୟମିତ କରିବା ପାଇଁ ନିଷ୍ପତ୍ତି ।BSE ଓ CHSEକୁ ମିଶାଇ ଗୋଟିଏ ବୋର୍ଡ କରାଯିବ ।ମାଧ୍ୟମିକ ଶିକ୍ଷା ପରିଷଦ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ମିଶିଯିବ। ଜାତୀୟ ଶିକ୍ଷାନୀତି ଅନୁଯାୟୀ ପ୍ରାଥମିକ ଶିକ୍ଷାରେ ହେବ ବ୍ୟାପକ ପରିବର୍ତ୍ତନ । NCERT ଢ଼ାଞ୍ଚାରେ SCERTକୁ ବିକଶିତ କରିବାକୁ ପଦକ୍ଷେପ ନିଆଯିବ । ଟେଷ୍ଟ ବୁକ୍‌ ପ୍ରକାଶନ ଓ ମାର୍କେଟିଙ୍ଗ ସଂସ୍ଥାର ସୁଦୃଢ଼ୀକରଣ ପାଇଁ ନିଷ୍ପତ୍ତି ।

 

Leave A Reply

Your email address will not be published.