ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ

0

ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ହୋଇଛି । ୬୯ବର୍ଷେ ବୟସରେ ଚେନ୍ନାଇରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ଦେହାନ୍ତ ହୋଇଥିବା ସୂଚନା ମିଳିଛି । ହୃଦଘାତର ଶିକାର ହୋଇ ଚେନ୍ନାଇରେ ଚିକିତ୍ସିତ ହେଉଥିଲେ । ତେବେ ବର୍ତ୍ତମାନ ତାଙ୍କ ପାର୍ଥୀବ ଶରୀରକୁ ଚେନ୍ନାଇରୁ ଓଡ଼ିଶାକୁ ଅଣାଯାଉଛି । ନୂଆପଡା ଆସନରୁ ୪ଥର ବିଧାୟକ ହୋଇଥିଲେ ରାଜେନ୍ଦ୍ର ଢୋଲକିଆ ।

Leave A Reply

Your email address will not be published.