ବନ୍ଦ ହେଲା ହୀରାକୁଦର ଆଉ ୪ ଗେଟ

0

ସମ୍ବଲପୁର (ଆମ ଟିଭି): ହୀରାକୁଦର ଆଉ ୪ଟି ଗେଟ୍‌ ବନ୍ଦ କରାଯାଇଛି। ଫଳରେ ଶନିବାର ସନ୍ଧ୍ୟା ସୁଦ୍ଧା ୬ଟି ଗେଟ୍‌ ଦେଇ ହୀରାକୁଦ ଜଳଭଣ୍ଡାରରୁ ଜଳ ନିଷ୍କାସିତ ହେଉଛି।

ହୀରାକୁଦରେ ୨୦ଟି ଗେଟ୍‌ ଦେଇ ଜଳ ନିଷ୍କାସନ କରାଯାଉଥିବାବେଳେ ଶନିବାର କାଳେ ୪ଟି ଏବଂ ମଧ୍ୟାହ୍ନରେ ୬ଟି ଗେଟ୍‌ ବନ୍ଦ କରିଦିଆଯାଇଥିଲା। ପରବର୍ତ୍ତୀ ସମୟରେ ଅପରାହ୍ନରେ ଆଉ ୪ଟି ଗେଟ ବନ୍ଦ କରିଦିଆଯାଇଛି।

Leave A Reply

Your email address will not be published.