ଆଜି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

0

ଶ୍ରୀମନ୍ଦିରରେ ବୁଧବାର ଶ୍ରୀବିଗ୍ରହମାନଙ୍କର ଶ୍ରୀମୁଖ ଶୃଙ୍ଗାର ବା ବନକ ଲାଗି ନୀତି ଅନୁଷ୍ଠିତ ହେବ। ବୁଧବାର ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନକଲାଗି ନୀତି ଅନୁଷ୍ଠିତ ହେବାକୁ ଥିବାରୁ ଏହି ସମୟରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Leave A Reply

Your email address will not be published.