ନୂଆପଡ଼ା ନିର୍ବାଚନ ମଇଦାନକୁ ଓହ୍ଲାଇବା ପୂର୍ବରୁ ଭିଡିଓ ବାର୍ତ୍ତା ଦେଲେ ନବୀନ

0

ନୂଆପଡ଼ା ନିର୍ବାଚନ ମଇଦାନକୁ ଓହ୍ଲାଇବା ପୂର୍ବରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦେଇଛନ୍ତି ଭିଡିଓ ବାର୍ତ୍ତା । ଆସନ୍ତା ୩ ତାରିଖରେ ସେ କୋମନା ଯିବେ ବୋଲି କହିବା ସହିତ ଲୋକଙ୍କ ସହ ମିଶିବେ ଏବଂ କଥା ହେବେ ବୋଲି ନବୀନ ଭିଡିଓ ବାର୍ତ୍ତାରେ କହିଛନ୍ତି। ନୂଆପଡ଼ାରେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର କରିବେ । ସେଥିପାଇଁ ସେ ତାଙ୍କ ନିଆରା ଶୈଳୀରେ ଆପଣମାନେ ଖୁସି ତ ବୋଲି ପଚାରିଛନ୍ତି ।

 

Leave A Reply

Your email address will not be published.