ଶିକ୍ଷକ ବଦଳି ମାମଲାରେ ରାଜ୍ୟ ସରକାରଙ୍କୁ ଝଟକା, ହାଇକୋର୍ଟ ଖାରଜ କଲେ ଚିଠି

0

କଟକ(ଆମ ଟିଭି): ଶିକ୍ଷକ ଶିକ୍ଷୟିତ୍ରୀଙ୍କ ବଦଳି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଝଟକା । ରାଜ୍ୟ ସରକାର କରିଥିବା ଚିଠିକୁ ଖାରଜ କଲେ ହାଇକୋର୍ଟ । ୧୫ ଶିକ୍ଷକ ଓ ଶିକ୍ଷୟତ୍ରୀଙ୍କୁ ବଦଳି ପାଇଁ ସାଂସଦ, ବିଧାୟକଙ୍କୁ ଦେଇଥିଲେ କ୍ଷମତା । ଶିକ୍ଷା କ୍ଷେତ୍ରରେ ରାଜନୈତିକ ହସ୍ତକ୍ଷେପକୁ ହାଇକୋର୍ଟଙ୍କ ନାପସନ୍ଦ ।

Leave A Reply

Your email address will not be published.