ପ୍ରୟାଗରାଜରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଟ୍ରେନିଂ ବେଳେ ପୋଖରୀରେ ଖସିପଡ଼ିଲା ବିମାନ

0

ପ୍ରୟାଗରାଜ (ଆମ ଟିଭି): ପ୍ରୟାଗରାଜରେ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ । ଏୟାରକ୍ରାଫ୍ଟ ହଠାତ୍ ଆକାଶରେ ହଲିବାକୁ ଆରମ୍ଭ କରି ସହର ମଝିରେ ଥିବା ପୋଖରୀରେ ଖସିପଡିଥିଲା ।

ଏହି ଘଟଣା କେପି କଲେଜ ପଛରେ ଥିବା ପୋଖରୀରେ ଘଟିଛି । ସ୍ଥାନୀୟ ଲୋକ ଘଟଣା ବିଷୟରେ ପୋଲିସ ଓ ପ୍ରଶାସନକୁ ସୂଚନା ଦେଇଥିଲେ । ଏହାପରେ ଅଗ୍ନିଶମ ଟିମ ଏବଂ ଉଦ୍ଧାରକାରୀ ଦଳ ଘଟଣା ସ୍ଥଳରେ ପହଞ୍ଚିଥିଲା । ସ୍ଥାନୀୟ ଲୋକ ୩ ଜଣଙ୍କୁ ଉଦ୍ଧାର କରିଥିବା ଜଣାପଡିଛି ।

Leave A Reply

Your email address will not be published.