ଅଭିଜିତ ମଜୁମଦାରଙ୍କ ବିୟୋଗରେ ନବୀନ ପଟ୍ଟନାୟକଙ୍କ ଶୋକ, କଲେ ଦିଗଙ୍ଗତ ଆତ୍ମାର ସଦଗତି କାମନା
ଭୁବନେଶ୍ୱର (ଆମ ଟିଭି): ଅଭିଜିତ ମଜୁମଦାରଙ୍କ ବିୟୋଗରେ ନବୀନ ପଟ୍ଟନାୟକଙ୍କ ଶୋକ । ଅଭିଜିତଙ୍କ ଦେହାନ୍ତ ଖବର ବିଷୟରେ ଜାଣି ମୁଁ ଦୁଃଖିତ ବୋଲି କହିଛନ୍ତି ନବୀନ।
‘ଓଡ଼ିଆ ସଙ୍ଗୀତ ଜଗତ ପ୍ରତି ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ରହିବ । ଶୋକ ସନ୍ତପ୍ତ ପରିବାର ପ୍ରତି ଗଭୀର ସମବେଦନା ଜଣାଇଛନ୍ତି। ଦିଗଙ୍ଗତ ଆତ୍ମାର ସଦଗତି କାମନା କରିଛନ୍ତି ନବୀନ ପଟ୍ଟନାୟକ।