ଆଜି ମହାପ୍ରଭୁଙ୍କ ପଇତାଲାଗି ନୀତି: ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣଙ୍କ ଦର୍ଶନ

0

ଭୁବନେଶ୍ଵର: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତିକାନ୍ତି ପାଇଁ ଆଜି ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏହି ସମୟରେ ଭକ୍ତମାନେ ଦର୍ଶନରୁ ବଞ୍ଚିତ ହେବେ।

ବୈଶାଖ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ଵିତୀୟ ଭୋଗମଣ୍ତପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ଟାଠାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

Leave A Reply

Your email address will not be published.