୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ

0

ଆସନ୍ତା ୩୦ ତାରିଖରେ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ବସିବାକୁ ଯାଉଛି। ମହିଳା ସଂରକ୍ଷଣ ବିଲ ଉପରେ ଆଲୋଚନା ହୋଇପାରେ।

ଆସନ୍ତା ୩୦ ତାରିଖରେ ବିଧାନସଭାରେ ସ୍ୱତନ୍ତ୍ର ଅଧିବେଶନ ବସିବାକୁ ଯାଉଛି। ମାତ୍ର ଗୋଟିଏ ଦିନ ପାଇଁ ଏହି ଅଧିବେଶନ ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୧ଟାରୁ ଏହି ଅଧିବେଶନ ଆରମ୍ଭ ହେବ। ଅଧିବେଶନରେ ମହିଳା ସଂରକ୍ଷଣ ବିଲ ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି।

Leave A Reply

Your email address will not be published.