ସ୍କୁଲକୁ ଦିଆଯିବ ସଂଶୋଧିତ ପୁସ୍ତକ: ମନ୍ତ୍ରୀ

0

ଭୁବନେଶ୍ୱର : ସ୍କୁଲକୁ ଦିଆଯିବ ସଂଶୋଧିତ ପୁସ୍ତକ। ସଂଶୋଧିତ ପୁସ୍ତକ ଦିଆଯିବା ନେଇ ସୋମବାର ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ । ମନ୍ତ୍ରୀ କହିଛନ୍ତି, ପ୍ରତ୍ୟାହାର ହେବନି ତ୍ରୁଟିପୂର୍ଣ୍ଣ ବହି, ସ୍କୁଲକୁ ଦିଆଯିବ ସଂଶୋଧିତ ପୁସ୍ତକ।

 

ବହି ତ୍ରୁଟି ତଦନ୍ତରେ ଅବହେଳା କରିଥିବା ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ସ୍କୁଲରେ ଠିକ୍ ଭାବରେ ପଢାଯିବା ନେଇ ସଂଶୋଧିତ ବହି ବ୍ୟବହାର ହେବ।ସଂଶୋଧିତ ବହି ଡିଇଓ କିମ୍ବା ପ୍ରଧାନ ଶିକ୍ଷକଙ୍କ ଜରିଆରେ ଦିଆଯିବ।ତଦନ୍ତ ରିପୋର୍ଟ ଅନୁସାରେ ଅଧିକ କାର୍ଯ୍ୟାନୁଷ୍ଠାନ ନିଆଯିବ।

 

 

Leave A Reply

Your email address will not be published.