ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜୀଉଙ୍କ ଦର୍ଶନ

0

ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜୀଉଙ୍କ ଦର୍ଶନ। ଶ୍ରୀମନ୍ଦିରରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକ ଲାଗି ନୀତି ପାଇଁ ଏହି ସମୟରେ ମିଳିବନି ଶ୍ରୀଜୀଉଙ୍କ ଦର୍ଶନ। ଦ୍ୱିତୀୟ ଭୋଗମଣ୍ଡପ ନୀତି ଶେଷ ହେବା ପରେ ଏହି ଗୁପ୍ତ ନୀତି ଆରମ୍ଭ ହେବ। ଏନେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Leave A Reply

Your email address will not be published.