ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ୫ ଲକ୍ଷ ପର୍ଯ୍ୟନ୍ତ ବିନା ସୁଧରେ ମିଳିବ ଋଣ

0

ଭୁବନେଶ୍ୱର (ଆମ ଟିଭି): ରାଜ୍ୟ ସରକାରଙ୍କ ବଡ଼ ଘୋଷଣା । ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ପାଇଁ ସରକାରଙ୍କ ବଡ଼ ଘୋଷଣା କରିଛନ୍ତି । ଏବେ ବିନା ସୁଧରେ ୫ ଲକ୍ଷ ଟଙ୍କା ପର୍ୟ୍ୟନ୍ତ ଋଣ ନେଇପାରିବେ । ଏନେଇ ବିଧାନସଭାରେ ଘୋଷଣା କରିଛନ୍ତି ମିଶନ ଶକ୍ତି ମନ୍ତ୍ରୀ ।

ପୂର୍ବରୁ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ମିଳୁଥିଲା ୩ ଲକ୍ଷ ଟଙ୍କା ପର୍ୟ୍ୟନ୍ତ ଋଣ । ଏବେ ବିନା ସୁଧରେ ୫ ଲକ୍ଷ ଟଙ୍କା ଯାଏ ଋଣ ମିଳିପାରିବ ।

Leave A Reply

Your email address will not be published.