ପରଲୋକରେ ଅଭିନେତା ପିଣ୍ଟୁ ନନ୍ଦ
ଡେସ୍କ: ଓଲିଉଡ଼ ଅଭିନେତା ପିଣ୍ଟୁ ନନ୍ଦଙ୍କ ୪୭ ବର୍ଷ ବୟସରେ ପରଲୋକ ଘଟିଛି ଘଟିଛି। ହାଇଦ୍ରାବାଦର ଯଶୋଦା ମେଡ଼ିକାଲରେ ଚିକିତ୍ସାଧୀନ ଥିବା ଅବସ୍ଥାରେ ବୁଧବାର ରାତି ୧୧ଟା ୨୫ ମିନିଟ ସମୟରେ ପରଲୋକ ଘଟିଥିବା ସୂଚନା ମିଳିଛି।
ସେ କିଛିଦିନ ହେବ ଲିଭର୍ ସିରୋସିସ୍ ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ। ଗତ ସନ୍ଧ୍ୟାରେ (ବୁଧବାର) ପିଣ୍ଟୁଙ୍କ ଲିଭର କାମ କରୁନଥିବା ନେଇ ଅଭିନେତା ଶ୍ରୀତମ ଦାସ ଜଣାଇଥିଲେ।