ବିଜେଡିରେ ଯୋଗ ଦେଲେ ଅଧିରାଜ୍

0

ଖଡିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ ବିଜେଡିରେ ସାମିଲ ହୋଇଛନ୍ତି। ବୁଧବାର ଶଙ୍ଖ ଭବନରେ ପହଞ୍ଚି ନିଜ ସମର୍ଥକଙ୍କ ସହିତ ବିଧିବଦ୍ଧ ଭାବେ ସେ ବିଜେଡିରେ ଯୋଗ ଦେଇଛନ୍ତି। ଅଧିରାଜ ମଙ୍ଗଳବାର କଂଗ୍ରେସରୁ ଇସ୍ତଫା ଦେଇଥିଲେ। ଗତଥର ଖଡିଆଳରୁ କଂଗ୍ରେସ ଟିକେଟ୍‌ରୁ ବିଧାୟକ ହୋଇଥିଲେ।

Leave A Reply

Your email address will not be published.