ବିଜେଡିକୁ ଝଟକା ଦଳ ଛାଡ଼ିଲେ ଆଉ ଜଣେ ନେତା

0

ଗଞ୍ଜାମ କବିସୂର୍ଯ୍ୟନଗରରେ ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ବିଜେଡି ନେତା ସୀତାରାମ ପାଣିଗ୍ରାହୀବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ ନିଜର ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି। ୨୦୧୪ରେ ସୀତାରାମ କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀରୁ କଂଗ୍ରେସର ବିଧାୟକ ପ୍ରାର୍ଥୀ ଥିଲେ। ପରେ ସେ କଂଗ୍ରେସ ଛାଡ଼ି ବିଜେଡିରେ ମିଶିଥିଲେ।

Leave A Reply

Your email address will not be published.