ଭୁବନେଶ୍ୱର(ଆମ ଟିଭି): ପୁଣି ଚର୍ଚ୍ଚାରେ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ କେଳେଙ୍କାରୀ ମାମଲା । ବହୁଚର୍ଚ୍ଚିତ ଅର୍ଚ୍ଚନା ନାଗ ଗିରଫ ମାମଲାରେ ଅର୍ଚ୍ଚନାଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କୁ ଜାମିନ ମିଳିଛି । ହାଇକୋର୍ଟରୁ ତାଙ୍କୁ ଜାମିନ ମିଳିଛି ।
ପୂର୍ବରୁ ଭୁବନେଶ୍ୱର ଏଡିଜେ-୨ କୋର୍ଟ ଜାମିନ ଖାରଜ କରି ଦେଇଥିଲେ । ପରେ ସେ ହାଇକୋର୍ଟରେ ଜାମିନ୍ ଆବେଦନ କରିଥିଲେ । ଆଜି ତାଙ୍କୁ ଜାମିନ୍ ମିଳିଛି ।