ସିରିଜ୍‌ ଜିତିଲା ଭାରତ-ଶେଷ ଟି୨୦ରେ ଦକ୍ଷିଣ ଆଫ୍ରିକାକୁ ୩୦ରନ୍‌ରେ ହରାଇଲା,

ଅହମ୍ମଦାବାଦ ଟି-୨୦ରେ ଭାରତ ଦକ୍ଷିଣ ଆଫ୍ରିକାକୁ ୩୦ ରନ୍‌ରେ ପରାସ୍ତ କରିଛି । ଗୋଟିଏ ମ୍ୟାଚ ବାତିଲ୍‌ ହୋଇଥିବା ବେଳ ଭାରତ ତିନୋଟି ଏବଂ ଦକ୍ଷିଣ ଆଫ୍ରିକା ଗୋଟିଏ ମ୍ୟାଚ୍‌ ଜିତିଛି ।…

ପରୀ ଫିଲ୍ମର ପ୍ରଚାର ଓ ପ୍ରସାର ପାଇଁ ଯାଜପୁରରେ ଟିମ୍*

ଓଡ଼ିଆ ଚଳଚ୍ଚିତ୍ରର ମାନ ବଢିବା ସହିତ ଦର୍ଶକଙ୍କର ଭଲ ପାଇବା ବହୁଳ ମାତ୍ରାରେ ବଢ଼ିବାରେ ଲାଗିଛି l ଓଡିଶା ମାଟିର ମୌଳିକ କାହାଣୀକୁ ନେଇ ଗୋଟିଏ ପରେ ଗୋଟିଏ ଚଳଚ୍ଚିତ୍ର ହିଟ୍ ହେବାରେ…

ପରଲୋକରେ ଷ୍ଟାଚ୍ୟୁ ଅଫ୍ ୟୁନିଟି ଡିଜାଇନର ମୂର୍ତ୍ତିକାର ରାମ ସୂତାର, ଆଜି ହେବ ଶେଷକୃତ୍ୟ

ବିଶ୍ୱର ସବୁଠାରୁ ଉଚ୍ଚ ପ୍ରତିମୂର୍ତ୍ତି, ଷ୍ଟାଚ୍ୟୁ ଅଫ୍ ୟୁନିଟି ଡିଜାଇନ୍ କରିଥିବା ପ୍ରସିଦ୍ଧ ମୂର୍ତ୍ତିକାର ରାମ ସୂତାରଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୧୦୦ ବର୍ଷ ବୟସ…

ରାଜଧାନୀରେ ଆଜିଠୁ ନୂଆ ନିୟମ, ପ୍ରଦୂଷଣ ସାର୍ଟିଫିକେଟ ନଥିଲେ ଗାଡ଼ିରେ ତେଲ ପକାଇପାରିବେ ନାହିଁ

ସାଂଘାତିକ ସ୍ଥିତିରେ ଦିଲ୍ଲୀ ପ୍ରଦୂଷଣ । ଦିଲ୍ଲୀରେ ଆଜିଠୁ ନୋ ପିୟୁସି ନୋ ଫୁଏଲ୍ ନିୟମ ଲାଗୁ । ପ୍ରଦୂଷଣ ସାର୍ଟିଫିକେଟ ନାହିଁ ତ ତେଲ ନାହିଁ । ଦିଲ୍ଲୀ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା…

ୟୁନୁସ ସରକାରଙ୍କୁ ପାନେ ଦେବ ଭାରତ: ନେଲା ବଡ଼ ନିଷ୍ପତ୍ତି

ଡିସେମ୍ବର ୧୭ରେ ବାଂଲାଦେଶରେ ଭାରତୀୟ ହାଇକମିଶନ ସମ୍ମୁଖରେ ଯାହା ଘଟିଥିଲା ତାହା କୌଣସି ଦୁର୍ଘଟଣା ନୁହେଁ। ଏହା ଏକ ସୁଚିନ୍ତିତ ରଣନୀତିର ଅଂଶ ଭାବରେ କରାଯାଇଥିବା ଏକ ରାଜନୈତିକ ଅଭ୍ୟାସ…

ଲୋକସଭାରେ ପାରିତ ହେଲା VB–G RAM G ବିଲ୍‌, କାଗଜପତ୍ର ଚିରି ଫିଙ୍ଗିଦେଲେ ବିରୋଧୀ

ପ୍ରବଳ ବିରୋଧ ମଧ୍ୟରେ ଲୋକସଭାରେ ଜି ରାମଜୀ ବିଲ୍ ପାରିତ ହୋଇଛି । ହେଲେ ବିରୋଧୀ ଦଳ ବିଲ୍ ପାସ୍ ହେବା ପରେ ପ୍ରବଳ ହଟ୍ଟଗୋଳ ସୃଷ୍ଟି କରିଥିଲେ । ବିଲର କାଗଜପତ୍ର ଚିରି ଫିଙ୍ଗି ଦେଇଥିଲେ।…

IPL 2026 ନିଲାମ: ଜାଣନ୍ତୁ କିଏ ରହିଲେ ଅନ୍‌ ସୋଲ୍ଡ

IPL 2026 ନିଲାମ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଅଷ୍ଟ୍ରେଲିଆ ଅଲ୍‌ରାଉଣ୍ଡର କ୍ୟାମେରନ ଗ୍ରୀନଙ୍କୁ KKR ସର୍ୱାଧିକ ୨୫ କୋଟି ୨୦ ଲକ୍ଷରେ କିଣିଛି। ଫଳରେ ସେ ମିନି ଅକ୍ସନରେ ଗ୍ରୀନ IPL…

ଚାଷୀ ଆନ୍ଦୋଳନକୁ ନେଇ ମୁହଁ ଖୋଳିଲେ ମନ୍ତ୍ରୀ: ବିରୋଧୀଙ୍କୁ ଦେଲେ କଡ଼ା ଜବାବ

ଧାନ ବିକ୍ରି ପାଇଁ ଚାଷୀଙ୍କୁ ମିଳୁନାହିଁ ଟୋକନ। ଏନେଇ ରାଜ୍ୟର ବିଭିନ୍ନ ସ୍ଥାନରେ ଚାଷୀ ଆନ୍ଦୋଳନ ଦେଖାଦେଇଛି। ଏଭଳିସ୍ଥତିରେ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଚାଷୀ…

ଭାରତ ଆସୁଛନ୍ତି ଲୁଥ୍ରା ବ୍ରଦର୍ସ, ଦିଲ୍ଲୀ ବିମାନବନ୍ଦରରେ ପହଞ୍ଚିବା ପରେ ଗିରଫ କରିବ ଗୋଆ ପୋଲିସ

ଥାଇଲ୍ୟାଣ୍ଡରୁ ଦିଲ୍ଲୀ ଫେରୁଛନ୍ତି ଲୁଥ୍ରା ବ୍ରଦର୍ସ । ଗୋଆ ‘ବର୍ଚ୍ଚ ବାଏ ରୋମିଓ ଲେନ୍’ ନାଇଟକ୍ଲବର ମାଲିକ ଦୁଇ ଭାଇ ସୌରଭ ଲୁଥ୍ରା ଓ ଗୌରବ ଲୁଥ୍ରା ଆଜି ଭାରତ ଫେରୁଛନ୍ତି । ଗୋଆ ପୋଲିସର…

ଗଣଦୁଷ୍କର୍ମ ମାମଲାରେ ସରକାର ଉଚିତ ପଦକ୍ଷେପ ନେବେ, ମହିଳାଙ୍କୁ ତ୍ବରିତ ନ୍ୟାୟ ମିଳିବ :ଆଇନମନ୍ତ୍ରୀ

ଭୁବନେଶ୍ବର ଧଉଳିରେ ଗଣଦୁଷ୍କର୍ମ ମାମଲାରେ ପୋଲିସର ତନାଘନା ତଦନ୍ତ । ଫେରାର ୨ ଅଭିଯୁକ୍ତଙ୍କୁ ଖୋଜୁଛି ପୋଲିସ । ଅନ୍ୟ ୩ ଅଭିଯୁକ୍ତ ଗିରଫ ହୋଇଛନ୍ତି । ପୁରୁଷ ବନ୍ଧୁଙ୍କ ସହ ଧଉଳି ବୁଲିବାକୁ…