ଲଗାଣ ବର୍ଷାରେ ବଢୁଛି ନଦୀ ଜଳସ୍ତର, ଦକ୍ଷିଣ ଓଡ଼ିଶାରେ ବନ୍ୟା

ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ…

୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ସଂଗଠନ ପକ୍ଷରୁ ଏହି ବନ୍ଦ…

ଦେଶବ୍ୟାପୀ ଆନ୍ଦୋଳନ ଘୋଷଣା କଲା CJP: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଦୀପକେ କହିଲେ- କାଲି ସୁଦ୍ଧା…

ନିର୍ବାଚନ କମିଶନ ଓ ଭୋଟର ତାଲିକାର SIR କୁ ନେଇ ବିବାଦ ମଧ୍ୟରେ କକ୍ରୋଚ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କରିଛି। CJP ସଂଯୋଜକ ଅଭିଜିତ…

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ ଉଭୟଙ୍କ ନିଲମ୍ବନ…

ଜୀ-ସାର୍ଥକରେ ଆସୁଛି ଏକ ନିଆରା ପ୍ରେମ କାହାଣୀ; ଅକ୍ଟୋବର ୪ରେ ‘ଅଧୁରା ପ୍ରେମ କାହାଣୀ’ର ମହାପ୍ରିମିୟର

ଓଡ଼ିଶାର ଅଗ୍ରଣୀ ମନୋରଞ୍ଜନ ଚ୍ୟାନେଲ୍ 'ଜୀ-ସାର୍ଥକ' ପରଦାକୁ ଆସୁଛି ଏକ ନୂଆ ତଥା ହୃଦୟସ୍ପର୍ଶୀ ଚଳଚ୍ଚିତ୍ର 'ଅଧୁରା ପ୍ରେମ କାହାଣୀ'। ଆସନ୍ତା ଅକ୍ଟୋବର ୪ ତାରିଖ ସନ୍ଧ୍ୟା ୬:୩୦…

ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ‘ଲହରୀ’ ଟିମ୍*

ଭୁବନେଶ୍ୱର, ୨୪ ସେପ୍ଟେମ୍ବର: ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରାପ୍ତ ଓଡ଼ିଆ ଚଳଚ୍ଚିତ୍ର 'ଲହରୀ'ର ପ୍ରଯୋଜିକା ଶ୍ରୀମତୀ ଝିଲିକ ଭଟ୍ଟାଚାର୍ଯ୍ୟ ତଥା ଚଳଚ୍ଚିତ୍ରର ଅନ୍ୟ ସଦସ୍ୟମାନେ ବୁଧବାର…

ଓଡ଼ିଶାରେ ଖୁବଶୀଘ୍ର ଗଡ଼ିବ ‘ଭାରତ ଟ୍ୟାକ୍ସି’: ଓଲା-ଉବେରକୁ ମିଳିବ କଡ଼ା ଟକ୍କର, ବିଧାନସଭାରେ ସୂଚନା ଦେଲେ ସମବାୟ…

ରାଜ୍ୟବାସୀଙ୍କ ପାଇଁ ଖୁସି ଖବର। ଓଡ଼ିଶାରେ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି ‘ଭାରତ ଟ୍ୟାକ୍ସି’ ସେବା। ଓଲା (Ola) ଏବଂ ଉବେର (Uber) ଭଳି ଘରୋଇ ଆପ୍-ଭିତ୍ତିକ ଟ୍ୟାକ୍ସି କମ୍ପାନୀଗୁଡ଼ିକ…

ଅନ୍ତର୍ଜାତୀୟ କ୍ରିକେଟରୁ ଉଡ୍‌ଙ୍କ ଅବସର

ଲଣ୍ଡନ: ଇଂଲଣ୍ଡର ଦ୍ରୁତ ବୋଲର ମାର୍କ ଉଡ୍‌ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ବାରମ୍ବାର ଆହତ ପାଇଁ ଉଡ୍‌ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଛନ୍ତି। ଏ ନେଇ ଉଡ୍‌…

ଆଜି କାଳିଆର ୬ ଘଣ୍ଟା ଦର୍ଶନ ବନ୍ଦ

ଆଜି ଭାଦ୍ରବ ଶୁକ୍ଳ ଦ୍ୱାଦଶୀ ତିଥିରେ ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ପାଳନ ହେବ। ତେଣୁ ୬ ଘଣ୍ଟା ବନ୍ଦ ରହିବ ଶ୍ରୀଜୀଉଙ୍କ ଦର୍ଶନ। ଏହି ସ୍ୱତନ୍ତ୍ର ନୀତିକୁ ଦୃଷ୍ଟିରେ ରଖି ଆପାତତଃ…

ସମୁଦ୍ର ଅଶାନ୍ତ: ପାରାଦୀପ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବୁଧବାର ସମୁଦ୍ର ଅତ୍ୟନ୍ତ ଅଶାନ୍ତ ହୋଇପଡ଼ିଛି। ସମୁଦ୍ରରେ ଉଚ୍ଚ ଢେଉ ସହ ବିପଦଜନକ ପରିସ୍ଥିତି ସୃଷ୍ଟି ହୋଇଥିବାରୁ ସମୁଦ୍ର ମଧ୍ୟରେ ମାଛ ଧରୁଥିବା…