ରାଜ୍ୟରେ ହିଟ୍‌ଓ୍ବେଭ୍‌ ଜାରି: ସବୁଠୁ ଉତ୍ତପ୍ତ ଝାରସୁଗୁଡ଼ା

ରାଜ୍ୟରେ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେଉଥିବା ବେଳେ ତାପମାତ୍ରା ୪୨ ଡିଗ୍ରୀ ଟପିଛି। ଶୁକ୍ରବାର ଦିନ ସାଢ଼େ ୨ଟାରେ ଝାରସୁଗୁଡ଼ାରେ ତାପମାତ୍ର ୪୨ ଡିଗ୍ରୀ ସେଲ୍‌ସିୟସ୍‌ ଟପିଯାଇ…

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର; ୨% ବଢିଲା ମହଙ୍ଗା ଭତ୍ତା

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର । ୨ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା । ଏନେଇ କେନ୍ଦ୍ର କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନିଆଯାଇଛି । ସପ୍ତମ ବେତନ କମିଶନ ଅଧାରରେ ମହଙ୍ଗା…

ପ୍ରଦୀପ ଜେନାଙ୍କୁ ନୂଆ ଦାୟିତ୍ୱ; OERC ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଲେ ରାଜ୍ୟ ସରକାର

OERC ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା । ପ୍ରଦୀପଙ୍କୁ ନିଯୁକ୍ତ କଲେ ରାଜ୍ୟ ସରକାର । ଏହା ପୂର୍ବରୁ ସେ ମୁଖ୍ୟ ଶାସନ ସଚିବ ଦାୟିତ୍ୱ ତୁଲାଇ…

ଯୁକ୍ତ ଦୁଇ ପରୀକ୍ଷା ଶେଷ; ଏପ୍ରିଲ ୨ରୁ ଆରମ୍ଭ ହେବ ମୂଲ୍ୟାୟନ

ସରିଲା ଯୁକ୍ତ ଦୁଇ ପରୀକ୍ଷା । ଆସନ୍ତା ୨ ତାରିଖରୁ ଆରମ୍ଭ ହେବ ମୂଲ୍ୟାୟନ । ଖାତା ଦେଖିବା ପାଇଁ ରହିଥିବା ଶିକ୍ଷକଙ୍କ ଉପରେ ରହିବ କଡ଼ା ନଜର । ପରୀକ୍ଷା ସରିଥିବାବେଳେ ମୋଟ ୩୦୦ ଜଣ…

ଲୋକସଭାରେ ଗୃହୀତ ହେଲା ଇମିଗ୍ରେସନ ବିଲ : ଗୃହମନ୍ତ୍ରୀ କହିଲେ ଭାରତ ନୁହେଁ ଧର୍ମଶାଳା

ଲୋକସଭାରେ ଗୃହୀତ ହେଲା ଇମିଗ୍ରେସନ ବିଲ । ଗୃହମନ୍ତ୍ରୀ ଅମିତ ଶାହାଙ୍କ ବଡ଼ ବୟାନ । କହିଲେ ଭାରତ ନୁହେଁ ଧର୍ମଶାଳା । ପର୍ଯ୍ୟଟକ ଭାବେ ବୁଲିବାକୁ ଆସୁଥିବା , ଶିକ୍ଷା ଗ୍ରହଣ କରିବା…

ଆତଙ୍କବାଦୀ ସୁରକ୍ଷାକର୍ମୀ ମୁହାଁମୁହିଁ, ୨ ଯବାନ ଶହୀଦ, ୫ ଆହତ

ଜମ୍ମୁ-କଶ୍ମୀରର କଠୁଆ ଜିଲାର ରାଜବାଗରେ ଗୁରୁବାର ଉତ୍ତେଜନା ପ୍ରକାଶ ପାଇଥିଲା। କଠୁଆର ଜୁଥାନା ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏକ ଏନକାଉଣ୍ଟର ହୋଇଥିଲା।…

ଏପ୍ରିଲରୁ ପିଲା ଖାଇବେ ମାଣ୍ଡିଆ ଲଡୁ

ପ୍ରଧାନମନ୍ତ୍ରୀ ପୋଷଣ ଯୋଜନା ଅଧୀନରେ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ପୁଷ୍ଟିକର ଲଡ଼ୁ ଦିଆଯିବ। ଆସନ୍ତା ଏପ୍ରିଲ ୧ରୁ ସପ୍ତାହକୁ ୩ଟି ଲେଖାଏଁ ଲଡ଼ୁ ପ୍ରଦାନ କରାଯିବ। ପ୍ରତି ସୋମବାର,…

ଭୁବନେଶ୍ବରରେ ପୋଲିସ ଛାଉଣୀ ; କଂଗ୍ରେସ ବିକ୍ଷୋଭ ପାଇଁ ଜଗିଛନ୍ତି ୮୦ ପ୍ଲାଟୁନ୍ ପୋଲିସ ଫୋର୍ସ

ଆଜି ବିଧାନସଭା ଘେରିବ କଂଗ୍ରେସ । ସାରା ରାଜ୍ୟରୁ ସାମିଲ ହେବେ ହଜାର ହଜାର କର୍ମୀ । ଏହା ପୂର୍ବରୁ ଆନ୍ଦୋଳନ ପାଇଁ ରାଜଧାନୀ ଆସୁଥିବା କଂଗ୍ରେସ ନେତା ଓ କର୍ମୀଙ୍କୁ ପୋଲିସ ଅଟକ ରଖୁଥିବା…

ଆଜି ବିଧାନସଭା ଘେରିବ କଂଗ୍ରେସ

ରାଜ୍ୟରେ ମହିଳା ଅସୁରକ୍ଷିତ ଏବଂ ଏଥିଲାଗି ଗୃହକମିଟି ଦାବି କରି କଂଗ୍ରେସର ୧୪ ସଦସ୍ୟ ନିଲମ୍ବନ ହେବା ଘଟଣାରେ ରାଜ୍ୟ କଂଗ୍ରେସ ତୀବ୍ର ପ୍ରତିକ୍ରିୟାଶୀଳ ହୋଇପଡ଼ିଛି। ଏହି ଘଟଣାକୁ ଗାଁ…

ବିଧାନସଭାରୁ ନିଲମ୍ବିତ ହେଲେ ସୋଫିଆ ଫିର୍ଦ୍ଦୋସ, ଆହୁରି ୧୨ କଂଗ୍ରେସ ବିଧାୟକ…

ବିଧାନସଭାରୁ ଆସିଛି ବଡ଼ ଖବର। ନିଲମ୍ବିତ ହୋଇଛନ୍ତି କଂଗ୍ରେସର ୧୨ ଜଣ ବିଧାୟକ।ଗୃହ ଭିତରେ ବିଶୃଙ୍ଖଳିତ ଆଚରଣ ପାଇଁ ୧୨ଜଣ ବିଧାୟକ ନିଲମ୍ବିତ ହୋଇଛନ୍ତି।