ଶନିଙ୍କ ଚାଲିବ ଦିଗ ବଦଳ: ୨୦୨୭ରେ କାହା ଉପରେ ଚଢ଼ିବ ସାଢେସାତୀ? କେଉଁ ରାଶି ପାଇବେ ମୁକ୍ତି, ପଢନ୍ତୁ…
ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ସାଢେସାତୀକୁ ଏକ କଠିନ ସମୟ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଏହି ସମୟରେ ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ, ବ୍ୟବସାୟ, ଚାକିରି ଓ…