ଫେବ୍ରୁଆରୀ ଦ୍ବିତୀୟ ସପ୍ତାହରୁ ଅସହ୍ୟ ତାତି

ଆଗରୁ ମାର୍ଚ୍ଚ ମାସରୁ ବଲାଙ୍ଗୀରରେ ଗରମ ଅନୁଭୂତ ହେଉଥିଲା। ହେଲେ ଏବେ ଜଳବାୟୁ ପରିବର୍ତ୍ତନ ଯୋଗୁଁ ଫେବ୍ରୁଆରୀରୁ ଖରାରେ ସିଝୁଛନ୍ତି ବଲାଙ୍ଗୀର ବାସୀ। ଜିଲ୍ଲାରେ ବର୍ଷା, ଶୀତ ସେମିତି…

ଉଚ୍ଚସ୍ତରୀୟ କମିଟିରେ ହାଜର ହେଲେ ଅଚ୍ୟୁତ

କିଟ୍ ହଷ୍ଟେଲରେ ନେପାଳ ଛାତ୍ରୀଙ୍କ ମୃତ୍ୟୁ ମାମଲା । ଉଚ୍ଚସ୍ତରୀୟ କମିଟି ନିକଟରେ ହାଜର ହେଲେ କିଟ୍ ମୁଖ୍ୟ ଅଚ୍ୟୁତ ସାମନ୍ତ । ଏହି କମିଟି ଆଗରେ ହାଜର ହେବାକୁ ଗତକାଲି ସମନ କରିଥିଲା…

ଶିମଲୀ” ର ଫାଷ୍ଟଲୁକ୍ ଓ ଅଡିଓ ଲୋକାର୍ପଣ*

ଏମ କେ.ଆର୍ ପ୍ରଡକସନ୍ସ ବ୍ୟାନରରେ ନିର୍ମିତ ‘ଶିମଲୀ’ ଆସନ୍ତା ମାର୍ଚ୍ଚ ୧୪ରେ ମୁକ୍ତିଲାଭ କରିବା ପାଇଁ ଘୋଷଣା ହୋଇସାରିଥିବା ବେଳେ ଭୁବନେଶ୍ୱର ପ୍ରେସ୍ କ୍ଳବ୍ ଠାରେ ଏହାର ଫାଷ୍ଟ ଲୁକ୍ ଓ…

ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ଭେଟିଲେ ମୋହନ ମାଝୀ

ଦିଲ୍ଲୀର ନୂଆ ତଥା ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବେ ରେଖା ଗୁପ୍ତା ଗୁରୁବାର ଶପଥ ନେଇଛନ୍ତି। ଲେଫ୍ଟନାଣ୍ଟ ଗଭର୍ନର ବିନୟ କୁମାର ସାକ୍ସେନା ତାଙ୍କୁ ଶପଥ ପାଠ କରାଇଥିଲେ। ଏହା ସହିତ,…

KIIT କାଣ୍ଡ: ଅଚ୍ୟୁତ ସାମନ୍ତଙ୍କୁ ହାଇଲେବୁଲ କମିଟି ଆଗରେ ହାଜର ହେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦।୨: KIIT ଛାତ୍ରୀ ଘଟଣାରେ ଗୁରୁବାର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ସରକାରଙ୍କ ହାଇଲେବୁଲ କମିଟି ଆଗରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ହାଜର ପାଇଁ ନିର୍ଦ୍ଦେଶ…

ଆଜି ଭାରତ-ବାଂଲାଦେଶ ମୁକାବିଲା

କୋହଲିଙ୍କ ଫର୍ମକୁ ନେଇ ଚିନ୍ତା ଥିଲେ ହେଁ ଇଂଲଣ୍ଡ ବିପକ୍ଷ ଶୃଙ୍ଖଳାରେ ଦୁହେଁ ଭଲ ଇନିଂସ୍‌ ଖେଳି ଲୟକୁ ଫେରିଛନ୍ତି। ରାହୁଲ ୱିକେଟ୍‌ ରକ୍ଷଣ କରିବେ। ଭାରତର ବ୍ୟାଟିଂ ଲାଇନ୍ ବେଶ୍‌…

ରେଖା ଗୁପ୍ତାଙ୍କୁ ଶୁଭେଚ୍ଛା ଜଣାଇଲେ କେଜ୍ରିୱାଲ

ଦିଲ୍ଲୀକୁ ଜଣେ ନୂଆ ମୁଖ୍ୟମନ୍ତ୍ରୀ ମିଳିଛି। ଭାଜପା ନେତ୍ରୀ ରେଖା ଗୁପ୍ତା ଦିଲ୍ଲୀର ମୁଖ୍ୟମନ୍ତ୍ରୀ ହେବେ। ବୁଧବାର ଏହା ଫାଇନାଲ ହେବା ପରେ ଆଦମୀ ପାର୍ଟି (ଆପ) ସୁପ୍ରିମୋ ଏବଂ ଦିଲ୍ଲୀର…

ପ୍ରଥମ ଥର ପାଇଁ ବିଧାୟକ, ଏବେ ମୁଖ୍ୟମନ୍ତ୍ରୀ… ଜାଣନ୍ତୁ ଦିଲ୍ଲୀର ନୂତନ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା କିଏ

ଦିଲ୍ଲୀରେ ଭାଜପା ଏହାର ମୁଖ୍ୟମନ୍ତ୍ରୀଙ୍କ ନାମ ପ୍ରକାଶ କରିଛି ଏବଂ ବିଧାୟକ ଦଳ ବୈଠକରେ ରେଖା ଗୁପ୍ତାଙ୍କ ନାମ ଚୂଡ଼ାନ୍ତ ହୋଇଛି। ଦିଲ୍ଲୀର ଶାଲିମାର ବାଗ ଆସନରୁ ପ୍ରଥମ ଥର ପାଇଁ ବିଧାୟକ…

ଭାଜପା ନେଲା ବଡ଼ ନିଷ୍ପତ୍ତି: ଏହି ମହିଳା ହେବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

କେନ୍ଦ୍ରଶାସିତ ପ୍ରଦେଶ ଦିଲ୍ଲୀ ପାଇଁ ନୂତନ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରାଯାଇଛି। ବୁଧବାର ସନ୍ଧ୍ୟାରେ, ଭାରତୀୟ ଜନତା ପାର୍ଟି ରେଖା ଗୁପ୍ତାଙ୍କୁ…

ପଶ୍ଚିମା ଝଡ଼ ପ୍ରଭାବରେ ସପ୍ତା‌ହେ ପର୍ଯ୍ୟନ୍ତ ରାଜ୍ୟରେ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ପଶ୍ଚିମା ଝଡ଼ ପ୍ରଭାବରେ ସପ୍ତା‌େ‌ହ ପର୍ଯ୍ୟନ୍ତ ରାଜ୍ୟରେ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଗାମୀ ୨୪ଘଣ୍ଟା ମଧ୍ୟରେ…