ମେକ ଇନ ଇଣ୍ଡିଆ ପଦକ୍ଷେପକୁ ପ୍ରଶଂସା କଲେ ପୁଟିନ

ଭାରତ ପୁଣି ଥରେ ବିଶ୍ୱକୁ ସ୍ତବ୍ଧ କରିଦେଇଛି। ଏଥର ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତର ଅର୍ଥନୈତିକ ପଦକ୍ଷେପକୁ ବିଶେଷ କରି ମେକ…

ମହାରାଷ୍ଟ୍ରରେ ତୃତୀୟ ଥର ପାଇଁ ଆଜି ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଦେବେନ୍ଦ୍ର ଫଡନାଭିସ

ମହାରାଷ୍ଟ୍ରରେ ତୃତୀୟ ଥର ପାଇଁ ଆଜି ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଦେବେନ୍ଦ୍ର ଫଡନାଭିସ। ମୁମ୍ବାଇ ଆଜାଦ ମୈଦାନରେ ସନ୍ଧ୍ୟାରେ ହେବ ଶପଥ ଗ୍ରହଣ ସମାରୋହ। ତାଙ୍କ ସହ ଦୁଇ ଜଣ…

ଆଜି OUATର ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ଆଜି ତୃତୀୟ ଦିନ। ଆଜି ରାଜଧାନୀ ଭୁବନେଶ୍ୱରରେ ରାଷ୍ଟ୍ରପତିଙ୍କର ଅନେକ କାର୍ଯ୍ୟକ୍ରମ ରହିଛି। OUATର ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି…

କୋଣାର୍କ” ସଙ୍ଗୀତ ଲୋକାର୍ପଣ*

ଓଡ଼ିଆ ଜାତିର ଗୌରବ ଗାଥା କୋଣାର୍କକୁ ନେଇ ଆମର ମ୍ୟୁଜିକ୍ ଦ୍ୱାରା ପ୍ରସ୍ତୁତ ହୋଇଥିବା "କୋଣାର୍କ ସଙ୍ଗୀତ ଲୋକାର୍ପଣ ଉତ୍ସବ" କେଳୁଚରଣ ମହାପାତ୍ର ଓଡିଶୀ ଗବେଷଣା କେନ୍ଦ୍ରଠାରେ ହୋଇଯାଇଛି l…

ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ’ ଗଠନ ପାଇଁ ଟାସ୍କ ଫୋର୍ସ

‘ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ’ ଗଠନ କରିବା ପାଇଁ ରାଜ୍ୟ ସରକାର ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି। ଆଜି ଏନେଇ ବିଧାନସଭାରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସାମାଜିକ…

ଜୟନାରାୟଣଙ୍କ ବୟାନ ପରେ ପ୍ରତିକ୍ରିୟା ରଖିଲେ ଭାଜପା ରାଜ୍ୟ ସଭାପତି ମନମୋହନ

ଭାଜପା ନେତା ସମୀର ଦେ’ଙ୍କ ଶୋକସଭାରେ ସମ୍ବଲପୁର ବିଧାୟକ ଜୟ ନାରାୟଣ ମିଶ୍ର ଯୋଗଦେଇ ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ଜୟନାରାୟଣଙ୍କ ବୟାନକୁ ନେଇ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ…

ଡିଜିପି ସମ୍ମିଳନୀର ଆଜି ଶେଷ ଦିନ

ଗତ ୨ ଦିନ ଧରି ଭୁବନେଶ୍ୱରରେ ଆୟୋଜିତ ହେଉଥିବା ପୁଲିସ୍ ମହାନିର୍ଦ୍ଦେଶକ ସମ୍ମିଳନୀର ଆଜି ହେଉଛି ଉଦଯାପନୀ ଦିବସ। ଆଜି ଶେଷ ଦିନରେ ସାଇବର ଅପରାଧଠୁ ଆରମ୍ଭ କରି ତଟ ସୁରକ୍ଷା ଏବଂ ନକ୍ସଲ…

ଡିସେମ୍ୱର ପହିଲାରୁ ଗ୍ରାହକଙ୍କୁ ମହଙ୍ଗା ମାଡ଼। ପୁଣି ବଢିଲା ଏଲପିଜି ସିଲିଣ୍ଡରର ଦର

ଡିସେମ୍ୱର ପହିଲାରୁ ଗ୍ରାହକଙ୍କୁ ମହଙ୍ଗା ମାଡ଼। ପୁଣି ବଢିଲା ଏଲପିଜି ସିଲିଣ୍ଡରର ଦର। ତୈଳ ମାର୍କେଟିଂ କମ୍ପାନୀଗୁଡିକ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି କରିଛନ୍ତି । ୧୯ କିଲୋଗ୍ରାମ…

ଓଡ଼ିଶାରେ ପ୍ରଥମଥର ପାଇଁ ‘ଆଇକୋନିକ୍ ନେସନାଲ ହ୍ୱିଲଚେୟର କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ-୨୦୨୪’ । 

ଇଚ୍ଛା ଶକ୍ତି ଥିଲେ ସବୁ କିଛି ସମ୍ଭବ। ଆମେ ସମସ୍ତେ ସମାନ ଓ ସମାନତା ଅଧିକାର ମଧ୍ୟ ଆମକୁ ସମାଜ ସିଖାଇଥାଏ। ଏହି ଧାରରେ ପ୍ରଥମଥର ପାଇଁ ଓଡ଼ିଶାରେ ଶୁଭାରମ୍ଭ ହେବାକୁ ଯାଉଛି ଏକ…