ନଭେମ୍ବର ୨୮ରେ ଶପଥ ନେବେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ

ନଭେମ୍ବର ୨୮ରେ ଶପଥ ନେବେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ବିଧାନସଭା ନିର୍ବାଚନରେ ପୂର୍ଣ୍ଣ ବହୁମତରେ ବିଜୟୀ ହେବା ପରେ ସେ ଲଗାତାର ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବାକୁ…

ଭାରତର ଭୋଟ ଗଣତିକୁ ପ୍ରଶଂସା

ଟେସଲା ଏବଂ ସ୍ପେସ୍ ଏକ୍ସର ସିଇଓ ଏଲନ୍ ମସ୍କ ଭାରତର ନିର୍ବାଚନ ପ୍ରକ୍ରିୟା, ବିଶେଷ କରି ଭୋଟ୍ ଗଣତିରେ ଏହାର ଗତିକୁ ପ୍ରଶଂସା କରିଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ମସ୍କ ଭାରତର…

ଆଇପିଏଲ ନିଲାମ – ଋଷଭ ପନ୍ତ ସବୁଠାରୁ ଦାମୀ ଖେଳାଳୀ

ଆଇପିଏଲ ୨୦୨୫ ପାଇଁ ନିଲାମୀ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଋଷଭ ପଂଥ ସବୁଠାରୁ ଦାମୀ ଖେଳାଳୀ ସାବ୍ୟସ୍ଥ ହୋଇଛନ୍ତି। ଶ୍ରେୟସ ଆୟର ପଞ୍ଜାବ କିଙ୍ଗସକୁ ୨୬.୭୫ କୋଟି ଟଙ୍କାରେ ଯିବା ପରେ…

ସୋମବାର ୪ ଘଣ୍ଟା ଜଗା ଦର୍ଶନ ବନ୍ଦ

ଆସନ୍ତାକାଲି ୪ ଘଣ୍ଟା ପାଇଁ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦର୍ଶନରୁ ବଞ୍ଚିତ ହେବେ ଭକ୍ତ। ସୋମବାର ମାର୍ଗଶୀର କୃଷ୍ଣ ଦଶମୀ ତିଥି। ଏହି ଅବସରରେ ଶ୍ରୀବିଗ୍ରହମାନଙ୍କ ପଇତାଲାଗି ନୀତି ଅନୁଷ୍ଠିତ…

ଅଭିନେତା ଅମର ଓ ଅଭିନେତ୍ରୀ ନିକିତା ଅଭିନୀତ ମ୍ୟୁଜିକ ଭିଡିଓ ‘ଦିଲ୍ ଦେଇଛି ତୋତେ ପ୍ରେମ ଖବର’*୍…

ବାବୁ ବାବୁ ଙ୍କ ନିର୍ଦ୍ଦେଶନାରେ ଓଡ଼ିଶା ମ୍ୟୁଜିକ୍ ରେ ରିଲିଜ ହୋଇଯାଇଛି ରୋମାଣ୍ଟିକ ଭିଡିଓ 'ଦିଲ୍ ଦେଇଛି ତୋତେ ପ୍ରେମ ଖବର' । ରିଲିଜ ସମୟରେ ମୁଖ୍ୟ ଅତିଥି ଭାବେ ପ୍ରଯୋଜକ ପ୍ରଣୟ…

ମଣିପୁରରେ ପୁଣି କର୍ଫ୍ୟୁ, ୭ ଜିଲ୍ଲାରେ ଇଣ୍ଟରନେଟ ବନ୍ଦ

ହିଂସା ପ୍ରଭାବିତ ମଣିପୁରରେ ପୁଣି ଜାରି ହେଲା କର୍ଫ୍ୟୁ। ଇମ୍ଫାଲ ୱେଷ୍ଟ ଏବଂ ଇମ୍ଫାଲ ଇଷ୍ଟରେ କର୍ଫ୍ୟୁ ଲାଗୁ କରାଯିବା ସହିତ ସାତଟି ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ କରିଦିଆଯାଇଛି। ମେତେଇ…

ଘୋଷଣା ହେଲା ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର, ଜାଣନ୍ତୁ କାହାକୁ ମିଳିଲା

ଘୋଷଣା ହେଲା ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର। ଏକାଥରକେ ୨୦୨୦, ୨୦୨୧ ଓ ୨୦୨୨ ମସିହା ପାଇଁ ଘୋଷଣା ହୋଇଛି ଏହି ପୁରସ୍କାର। ଏଥିସହ ଜୀବନ ବ୍ୟାପୀ ସାଧନା ପାଇଁ ସର୍ବୋଚ୍ଚ ପୁରସ୍କାର…

ଫେବ୍ରୁଆରୀ ୨୧ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା

ଆସନ୍ତା ଫେବ୍ରୁଆରୀ ୨୧ ତାରିଖରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ଆଜି ମାଟ୍ରିକ ପରୀକ୍ଷା ସୂଚୀ ପ୍ରକାଶ କରିଛି ମାଧ୍ୟମିକ ଶିକ୍ଷା ପରିଷଦ…

ଆଜିଠୁ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ଭିଡ଼: ସିଂହଦ୍ବାର ଦେଇ ପ୍ରବେଶ, ଅନ୍ୟ ୩ ଦ୍ୱାରରେ ପ୍ରସ୍ଥାନ

ପୁରୀ: ଶ୍ରୀକ୍ଷେତ୍ରରେ ଆଜିଠାରୁ ପଞ୍ଚକ ବ୍ରତ ଆରମ୍ଭ ହେବ। ଶ୍ରୀଜଗନ୍ନାଥ ମନ୍ଦିର ରତ୍ନ ସିଂହାସନରେ ଦାରୁବ୍ରହ୍ମଙ୍କ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼ ବଢ଼ିବ। ଏହାକୁ ଦୃଷ୍ଟିରେ ରଖି…

ଆଜି ଝାଡ଼ଖଣ୍ଡ ନିର୍ବାଚନ ପ୍ରଚାରରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଝାଡଖଣ୍ଡରେ ନିର୍ବାଚନ ପ୍ରଚାର ସରଗରମ ହୋଇପଡିଛି। ଝାଡଖଣ୍ଡରେ ବିଜେପି ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କରିବା ପାଇଁ ଆଜିଠାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଦିନିଆ…