ବିଧାୟକ ଦିବ୍ୟଶଙ୍କରଙ୍କ ଗାଡ଼ିକୁ ଅଣ୍ଡା ମାଡ଼

କଳା ପତାକା ଦେଖାଇଲେ। ଅଣ୍ଡା ମାଡ଼ କଲେ ଓ ବିଧାୟକ ଦିବ୍ୟଶଙ୍କର ମିଶ୍ର ଗୋ ବ୍ୟାକ୍‌ ନାରା ଦେଲେ। ମହାବିଦ୍ୟାଳୟ କୋଠା ଉଦ୍‌ଘାଟନ ପାଇଁ ଯାଉଥିବା ବେଳେ ବିଜେଡି ବିଧାୟକ ଦିବ୍ୟଶଙ୍କର…

ପାକିସ୍ତାନ ଯିବେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର

ସାଂଘାଇ ସହଯୋଗ ସଂଗଠନ (ଏସସିଓ) ବୈଠକରେ ଯୋଗେ ଦେବା ଲାଗି ପାକିସ୍ତାନ ଗସ୍ତ କରିବେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର। ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ମିଳିଛି। ଏଥର ପାକିସ୍ତାନ…

ରାଜନୀତି ପାଇଁ ଖୋଲା ହୃଦୟ ଦରକାର୍

ରାଜଭବନ ଝାଡ଼ଖଣ୍ଡ ଓ୍ବାର୍‌ରୁମ୍‌ ସାଜିଥିବା ବିରୋଧୀଙ୍କ ଅଭିଯୋଗ ପ୍ରସଙ୍ଗ ନେଇ ଶୁକ୍ରବାର ପୁଣି ଏକ ବଡ଼ ବୟାନ ଦେଇଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। ସେ ପ୍ରତିକ୍ରିୟା ଦେଇ…

ଏନସିପିର ଏକମାତ୍ର ବିଧାୟକ ଏବେ ଭାଜପାରେ

ଝାଡ଼ଖଣ୍ଡ ଏନସିପି (ଅଜିତ ପାୱାର) ବିଧାୟକ ତଥା ଦଳର ରାଜ୍ୟ ସଭାପତି କମଲେଶ କୁମାର ସିଂ ଶୁକ୍ରବାର ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି। ଝାଡ଼ଖଣ୍ଡ ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଆୟୋଜିତ…

ସରକାର କଲେ ବଡ ଘୋଷଣା, ମହିଳାଙ୍କ ଖାତାକୁ ଯିବ ୧୦

କେନ୍ଦ୍ର ସରକାର ମହିଳାଙ୍କ ପାଇଁ ବହୁ କଲ୍ୟାଣକାରୀ ଯୋଜନା ଆରମ୍ଭ କରିଛନ୍ତି। ଏହା ଅଧୀନରେ କେନ୍ଦ୍ର ସରକାର ମହିଳା ସଶକ୍ତିକରଣ ଲକ୍ଷ୍ୟରେ ଆଉ ଏକ ଯୋଜନା ଆରମ୍ଭ କରିଛନ୍ତି। ଦୁଇ ବର୍ଷ…

୨ କୋଟି ୮୬ ଲକ୍ଷ ଟଙ୍କାରେ ନିଲାମ ହେଲା ଅର୍ପଣ ଚାଉଳ

ପୁରୀ : ପୁରୀ ପରିକ୍ରମା ପ୍ରକଳ୍ପ ବେଳେ ସଂଗୃହିତ ଅର୍ପଣ ଚାଉଳ ନିଲାମ ହେଲା । କୁଇଣ୍ଟାଲ ପିଛା ୨୭୮୦ ଟଙ୍କାରେ ଅର୍ପଣ ଚାଉଳ ନିଲାମ ହେଲା । ଅର୍ପଣ ଚାଉଳ ନିଲାମ ହୋଇଥିବା ନେଇ ଶୁକ୍ରବାର…

ନିସ୍ ଇନ୍‌ଷ୍ଟିଚ୍ୟୁଟ ଅଫ୍ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜିକୁ ପୂର୍ବ ଭାରତର ଶ୍ରେଷ୍ଠ ବୈଷୟିକ ଶିକ୍ଷାନୁଷ୍ଠାନର…

ନୂଆଦିଲ୍ଲୀସ୍ଥିତ ପ୍ରଗତି ମଇଦାନର ଆପୁଘର ଭାରତମଣ୍ଡପଠାରେ ଟପ୍‌ନଚ୍ ଫାଉଣ୍ଡେସନ ଦ୍ଵାରା ପ୍ରୟୋଜିତ ବିଶ୍ଵନେତୃତ୍ଵ ସମ୍ମିଳନୀ ଉତ୍ସବ ଓ ପୁରସ୍କାର ପ୍ରଦାନ-୨୦୨୪ କୁ ଭାରତର ଖାଦ୍ୟ…

ଜୀ ସାର୍ଥକରେ ଦେଖନ୍ତୁ ନୂଆ ମେଗା ଧାରାବାହିକ ‘ମନ ରହିଗଲା ତୁମରି ଠାରେ’ ଆସନ୍ତା ୩୦ ତାରିଖ ରବିବାର…

ଓଡିଶାର ଘରେ ଘରେ ପରିଚିତ ଜୀ ସାର୍ଥକ ସବୁବେଳେ ଓଡ଼ିଆ ଘରର ପରମ୍ପରା ଓ ରୀତିନୀତିକୁ ଆଖିଆଗରେ ରଖି ଭେଟିଦିଏ ବିଭିନ୍ନ ମନୋରଞ୍ଜନ ଭିତ୍ତିକ କାର୍ଯ୍ୟକ୍ରମ ଓ ଧାରାବାହିକ । ଜୀ ସାର୍ଥକ…

IPS ଅରୁଣ ଷଡ଼ଙ୍ଗୀ ହେଲେ OPSC ଚେୟାରମ୍ୟାନ୍

ବରିଷ୍ଠ ଆଇପିଏସ ଅରୁଣ ଷଡ଼ଙ୍ଗୀଙ୍କୁ ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି) ଚେୟାରମ୍ୟାନ୍ ନିଯୁକ୍ତ କରିଛନ୍ତି ସରକାର। ଏହି ପଦବୀରେ ତାଙ୍କୁ ଆଗାମୀ ୬ ବର୍ଷ ପାଇଁ ନିଯୁକ୍ତ କରାଯାଇଛି। ଏବେ ସେ…

ଅକ୍ଟୋବର ୯ରେ ‘ଖୋକା ଭାଇ ତୁମ ପାଇଁ’

ଆମ ଦର୍ଶକଙ୍କ ମତାମତ ଆମ ପାଇଁ ସର୍ବୋପରି। ହଁ ଆଜ୍ଞା, ସେଇ ସଙ୍ଗୀତ ସମ୍ରାଟ୍ ସ୍ବର୍ଗତଃ ଅକ୍ଷୟ ମହାନ୍ତିଙ୍କ ପାଇଁ ‘ଖୋଜା ଭାଇ ତମ ପାଇଁ’ର ମୁକ୍ତିଲାଭ ଦିନ ଅର୍ଥାତ୍ ଆସନ୍ତା ଅକ୍ଟୋବର ୯…