ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତି ପାଇ ନ ଥିବା ମହିଳାଙ୍କ ପାଇଁ ବଡ଼ ଖବର

ସୁଭଦ୍ରା’ ସହାୟତା କିସ୍ତି ଅପେକ୍ଷାରେ ଥିବା ମହିଳାଙ୍କ ପାଇଁ ବଡ଼ ଖବର। କେଉଁ ଦିନ ସୁଭଦ୍ରା ସହାୟତା ମିଳିବ ସେନେଇ ଆଜି ତାରିଖ ଆସିପାରେ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏନେଇ ତାରିଖ…

ଦୁଃଖ ବଖାଣିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଲୋକସେବା ଭବନରେ ଶୁକ୍ରବାର ଦୁଇ ଦିନିଆ ଜିଲାପାଳମାନଙ୍କ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଆଜିର ଏହି ସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ସହ ଘଟିଥିବା କିଛି ଦୁଃଖଦ…

ମହାପ୍ରଭୁଙ୍କ ଅବଢ଼ାର ହେବ ମାନ ଯାଞ୍ଚ

ଏଣିକି ଶ୍ରୀମନ୍ଦିରରେ ଅବଢ଼ାର ମାନ ଯାଞ୍ଚ ହେବ । ରୋଷ ଘରକୁ ଯାଉଥିବା ସାମଗ୍ରୀ ଓ ବାହାରୁଥିବା ଅବଢ଼ାର ମାନ ଯାଞ୍ଚ ହେବ ବୋଲି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ମାନ ଯାଞ୍ଚ…

ପୂର୍ବ ସରକାରଙ୍କ 5Tଟି ବ୍ୟବସ୍ଥାକୁ କଟାକ୍ଷ କଲେ ମୁଖ୍ୟମନ୍ତ୍ରୀ

ଏଣିକି ଗାଦିମଡ଼ା ବାବୁଙ୍କୁ ନିସ୍ତାର ନାହିଁ କି କୌଣସି ପରିସ୍ଥିତିରେ ଦୁର୍ନୀତି ବରାଦାସ୍ତ କରାଯିବନି, ଜନ ପ୍ରତିନିଧିଙ୍କୁ ଉଚିତ ସମ୍ମାନ ଦେବେ ଅଫିସର, ଜିଲ୍ଲାପାଳଙ୍କ ହାତରେ ତ୍ୱରାନିତ୍ୱ…

ମାନହାନୀ ମାମଲାରେ ସଞ୍ଜୟଙ୍କୁ ୧୫ ଦିନ ଜେଲ୍‌ ‌ଦଣ୍ଡ ଶୁଣାଇଲେ ସୁପ୍ରିମ୍‌କୋର୍ଟ

ରାଜ୍ୟସଭା ସାଂସଦ ତଥା ଶିବସେନା (ୟୁବିଟି) ନେତା ସଞ୍ଜୟ ରାଉତଙ୍କୁ ୧୫ ଦିନ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି ସୁପ୍ରିମ୍‌କୋର୍ଟ। ପୂର୍ବତନ ବିଜେପି ସାଂସଦ କିରିତ୍‌ ସୋମୟାଙ୍କ ପତ୍ନୀ ମେଧା…

ଭାଜପାକୁ ଫସାଇଦେଲେ କଙ୍ଗନା: କଂଗ୍ରେସକୁ ମିଳିବ ଜବରଦସ୍ତ ଲାଭ

୨୦୨୧ରେ ମୋଦି ସରକାରଙ୍କ ଦ୍ୱାରା ରଦ୍ଦ କରାଯାଇଥିବା ୩ କୃଷି ଆଇନକୁ ଫେରାଇ ଆଣିବା ଉଚିତ ବୋଲି ମଙ୍ଗଳବାର ଭାଜପା ଏମ୍‌ପି କଙ୍ଗନା ରାଣାଓ୍ବତ ବୟାନ ଦେଇଥିଲେ। ଯାହାକୁ ନେଇ ତୁମ୍‌ତତେବେ…

କୃଷକଙ୍କ ପାଇଁ ଖୁସିଖବର: ଏହି ଦିନ ଖାତାକୁ ଆସିବ ଟଙ୍କା

ଦେଶର କୋଟି କୋଟି ଚାଷୀଙ୍କ ପାଇଁ କେନ୍ଦ୍ର ସରକାର ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ୧୮ତମ କିସ୍ତିର ତାରିଖ ଘୋଷଣା କରାଯାଇଛି। ସରକାରୀ ୱେବସାଇଟ…

ଜୀ ସାର୍ଥକର ମେଗା ଧାରାବାହିକ ‘ଭାଗ୍ୟରେଖା’ କାହାଣୀ ନେଉଛି ରୋମାଞ୍ଚକର ମୋଡ

ଓଡିଶାର ଘରେ ଘରେ ପରିଚିତ ଜୀ ସାର୍ଥକ ସବୁବେଳେ ଲୋକଙ୍କ ପସନ୍ଦକୁ ଗୁରୁତ୍ବ ଦେଇ ଆସୁଛି । ଓଡିଆ ଘରର ପରମ୍ପରା ଓ ରୀତିନୀତିକୁ ନେଇ ଅନେକ ମନୋଲୋଭା ଧାରାବାହିକ ବା ନିଜର ଦର୍ଶକଙ୍କୁ…

ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

ଆଜି ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା। ଭୁବନେଶ୍ୱର ବିମାନ ବନ୍ଦରରରେ ପହଞ୍ଚିବା ପରେ ରାଜ୍ୟ ବିଜେପି ପକ୍ଷରୁ ତାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯିବ। ପରେ ଜେ.ପି…

ନଭେମ୍ବର ୧୬ରେ ସରକାରୀ ଛୁଟି ଘୋଷଣା: ଜାଣନ୍ତୁ କାହିଁକି

କଟକସ୍ଥିତ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ନଭେମ୍ବର ୧୬କୁ ବିର୍ସା ମୁଣ୍ଡା ଜୟନ୍ତୀ ଉପଲକ୍ଷେ ମୟୂରଭଞ୍ଜ ଜିଲା ପାଇଁ ଆଞ୍ଚଳିକ ସରକାରୀ ଛୁଟି ଘୋଷଣା କରିଛନ୍ତି। ପୂର୍ବରୁ ଏହି ଜିଲା ନିମନ୍ତେ…