ଗାଦି ଛାଡ଼ିବେ ମମତା, କଲେ ଘୋଷଣା !

ଆନ୍ଦୋଳନ କରୁଥିବା ଜୁନିୟର ଡାକ୍ତରଙ୍କ ସହ ଲାଗି ରହିଥିବା ଅଚଳା ଅବସ୍ଥା ମଧ୍ୟରେ ବଡ଼ ଘୋଷଣା କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ସେ ନିଜ ପଦରୁ ଇସ୍ତଫା ଦେବାକୁ ରାଜି…

ସାତ ଦିନ ମଧ୍ୟରେ ସମସ୍ତ କ୍ଷୟକ୍ଷତି ଆକଳନ ରିପୋର୍ଟ ପ୍ରେରଣ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ ମାଲକାନଗିରି ଜିଲା ଗସ୍ତ କରି ଲଗାଣ ବର୍ଷା ଜନିତ କ୍ଷୟକ୍ଷତି ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି। ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ଜିଲା ପରିଷଦ…

୭ଟି ବିଭାଗରେ ୪୭୬ ଜଣ ଅଧିକାରୀ ଓ କର୍ମଚାରୀ ନିଯୁକ୍ତ

ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରଠାରେ ବିଭିନ୍ନ ବିଭାଗରେ ୪୭୬ ଜଣ ଅଧିକାରୀ ଓ କର୍ମଚାରୀମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି।…

ସିପିଆଇଏମ ନେତା ସୀତାରାମ ୟେଚୁରୀଙ୍କ ପରଲୋକ

ମାର୍କ୍ସବାଦୀ କମ୍ୟୁନିଷ୍ଟ ପାର୍ଟି ସିପିଆଇ (ଏମ୍) ସାଧାରଣ ସମ୍ପାଦକ ସୀତାରାମ ୟେଚୁରିଙ୍କ ପରଲୋକ ହୋଇଛି। ୭୨ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଦିଲ୍ଲୀ ଏମ୍ସର ICU ରେ…

ରାହୁଲଙ୍କ ବୟାନବାଜିକୁ ଶାହଙ୍କ କଡା କାଉଣ୍ଟର

ଆମେରିକା ଗସ୍ତରେ ରାହୁଲ ଗାନ୍ଧିଙ୍କ ବିଭିନ୍ନ ବୟାନକୁ ନେଇ ଚର୍ଚ୍ଚା। ଅନେକ ପ୍ରସଙ୍ଗରେ ବିରୋଧୀ ଦଳ ନେତାଙ୍କ ବୟାନକୁ ନେଇ ବିଜେପି ଖଡ୍ଗହସ୍ତ। ଭାରତରେ ଶିଖ୍ ଅଧିକାର ସଂପର୍କିତ ଟିପ୍ପଣୀକୁ…

ରାସନ କାର୍ଡ ଇ-KYCକୁ ନେଇ ମନ୍ତ୍ରୀ ଦେଲେ ବଡ଼ ସୂଚନା, ପ୍ରବାସୀମାନେ ଓଡ଼ିଶା ଆସିବା ଦରକାର ନାହିଁ…..

ଭୁବନେଶ୍ବର : ରାଜ୍ୟର ରାସନ କାର୍ଡ ହିତାଧିକାରୀଙ୍କୁ ନେଇ ବଡ଼ ସୂଚନା ଦେଇଛନ୍ତି ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଆଜି ବିଧାନସଭାରେ ମନ୍ତ୍ରୀ କହିଛନ୍ତି…

ମୁରବି ବିହୀନ ରାଜ୍ୟ କଂଗ୍ରେସ

ରାଜ୍ୟ କଂଗ୍ରେସକୁ ମିଳୁନି ମୁଖିଆ। ୫୦ ଦିନ ହୋଇଗଲା, ବିନା ନେତୃତ୍ୱରେ ଦଳ ଏକ ପ୍ରକାର ଦିଗହରା ହୋଇଯାଇଛି। ସରକାରଙ୍କୁ ଘେରିବା ପାଇଁ ପ୍ରସଙ୍ଗତ ଅନେକ ରହିଛି । ହେଲେ ପ୍ରତିବାଦର ମାଧ୍ୟମ…

ଓଡିଶାରୁ କିଏ ଯିବ ରାଜ୍ୟସଭା? ଦିଲ୍ଲୀରେ ହୋଇ ପାରେ ବଡ଼ ନିଷ୍ପତ୍ତି,

ଓଡିଶାରୁ କିଏ ଯିବ ରାଜ୍ୟସଭା। ଏନେଇ ଦିଲ୍ଲୀରେ ହେବ ନିଷ୍ପତ୍ତି। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସହିତ ରାଜ୍ୟ ବିଜେପିର କୋର ଟିମ ଦିଲ୍ଲୀ ଗସ୍ତ କରିଛନ୍ତି। ବିଜେପି କେନ୍ଦ୍ରୀୟ ନେତାଙ୍କ…

ବିଧାନସଭାରେ ଉଠିଲା ପ୍ରଶ୍ନ, ମାଗଣା ବିଜୁଳିକୁ ନେଇ ମନ୍ତ୍ରୀଙ୍କ ବଡ଼ ବୟାନ

ବିଧାନସଭାରେ ଉଠିଲା ମାଗଣା ବିଜୁଳି ପ୍ରସଙ୍ଗ। ପ୍ରସଙ୍ଗ ଉଠାଇ ରାଜ୍ୟ ସରକାରଙ୍କୁ ପ୍ରଶ୍ନ କଲେ ବିରୋଧୀ। ମାଗଣା ବିଜୁଳିକୁ ନେଇ କଂଗ୍ରେସ ବିଧାୟକ ଅଶୋକ ଦାସଙ୍କ ପ୍ରଶ୍ନର ବିଧାନସଭାରେ ଉତ୍ତର…

ଆସନ୍ତା ୧୭ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଆସନ୍ତା ୧୭ ତାରିଖ ଅର୍ଥାତ୍ ମଙ୍ଗଳବାର ଦିନ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭୁବନେଶ୍ୱରର ଜନତା ମଇଦାନରେ ସେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ। ଏହାସହ ପ୍ରଧାନମନ୍ତ୍ରୀ…