୨ ଦିନ ମଧ୍ୟରେ କଂଗ୍ରେସରେ ଯୋଗଦେବା ନିଷ୍ପତ୍ତି ବଦଳାଇଲେ ପ୍ରସିଦ୍ଧ ଗାୟକ

ଗାୟକ କହ୍ନେୟା ମିତ୍ତଲ କଂଗ୍ରେସରେ ଯୋଗଦେବେ ନାହିଁ। ସେ କଂଗ୍ରେସରେ ଯୋଗଦେବା ନିଷ୍ପତ୍ତି ପ୍ରତ୍ୟାହାର କରି ନେଇଛନ୍ତି। ‘ଜୋ ରାମ କୋ ଲାଏ ହେଁ, ହମ ଉନ୍‌କୋ ଲାଏଙ୍ଗେ’ ଗୀତରେ ପ୍ରସିଦ୍ଧ…

ପୂର୍ବତନ ଗୃହମନ୍ତ୍ରୀଙ୍କ ବିସ୍ଫୋରକ ବୟାନ, କଂଗ୍ରେସ ସରକାର ସମୟରେ କଶ୍ମୀର ଯିବାକୁ ଡର ଲାଗୁଥିଲା

ପୂର୍ବତନ ଗୃହମନ୍ତ୍ରୀ ତଥା ଭେଟେରାନ କଂଗ୍ରେସ ନେତା ସୁଶୀଲ କୁମାର ସିନ୍ଦେ ଏପରି ଏକ ବୟାନ ଦେଇଛନ୍ତି ଯାହାକୁ ନେଇ ରାଜନୈତିକ ପାରା ଜୋର ଧରିଛି। ସେ କହିଛନ୍ତି, ଯେତେବେଳେ ସେ ଦେଶର…

ନବୀନ ରିବନ୍‌ କାଟି ପ୍ରଚାର କରୁ ନ ଥିଲେ’, ଭାଜପା-ବିଜେଡି ମୁହାଁମୁହିଁ

ମଙ୍ଗଳବାର ବିଧାନସଭାରେ ପୁଣି ମୁହାଁମୁହିଁ ହୋଇଛନ୍ତି କ୍ଷମତାସୀନ ଭାଜପା ଓ ବିରୋଧୀ ଦଳ ବିଜେଡି। ବିଧାନସଭାରେ ଦୁଇ ଦଳ ମଧ୍ୟରେ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ରାଜ୍ୟରେ ହୋଇଥିବା ବିଭିନ୍ନ…

ଆଜି କୋରାପୁଟରେ ସ୍କୁଲ ଛୁଟି ଘୋଷଣା କଲେ ଜିଲାପାଳ

ଲଗାଣ ବର୍ଷା ଯୋଗୁ ଆଜି କୋରାପୁଟ ଜିଲାର ସମସ୍ତ ସ୍କୁଲ ଛୁଟି। ଆଇଏମ୍‌ଡି ପକ୍ଷରୁ ରେଡ ୱାର୍ଣ୍ଣିଂ ଜାରି ପରେ ଜିଲାପାଳ ଛୁଟି ଘୋଷଣା କରିଛନ୍ତି। ଗଞ୍ଜାମ ଓ ମାଲକାନଗିରିରେ ବି ଆଜି ସ୍କୁଲ…

ଜଣେ ଭିନ୍ନକ୍ଷମ ନାରୀ ର କାହାଣୀ ଚଳଚ୍ଚିତ୍ର “ଆଭା”, ସେପ୍ଟେମ୍ବର ୧୩ ରେ ମୁକ୍ତିଲାଭ କରିବ*

ଓମ୍ ବାବା ପ୍ରଡ଼କସନ୍ସ ଦ୍ୱାରା ନିର୍ମିତ ନୂଆ ଓଡ଼ିଆ ଚଳଚ୍ଚିତ୍ର "ଆଭା" ର ସେନସର ହୋଇ ଅନକଟ୍ ଓ‌ ୟୁ ସାର୍ଟିଫିକେଟ ମିଳିବା ପରେ ଆସନ୍ତା ୧୩ ସେପ୍ଟେମ୍ବରରେ ସାରା ଓଡ଼ିଶାରେ ମୁକ୍ତିଲାଭ…

ସୁଜିତ୍ କୁମାରଙ୍କ ଇସ୍ତଫା ପରେ, କିଏ ଯିବ ରାଜ୍ୟ ସଭା? ବଡ଼ ସୂଚନା ଦେଲେ ମନମୋହନ ସାମଲ

ରାଜ୍ୟ ସଭା ଏମପି ପଦରୁ ପୂର୍ବତନ ବିଜେଡି ନେତା ସୁଜିତ କୁମାର ଇସ୍ତଫା ଦେବା ପରେ ଓଡ଼ିଶାରୁ କିଏ ରାଜ୍ୟ ସଭା ଯିବ ସେ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଏହାରି ମଧ୍ୟରେ ବଡ ମନ୍ତବ୍ୟ…

ରାହୁଲ ପପୁ ନୁହଁନ୍ତି…, ପାଖରେ ବସିଥିବା ରାହୁଲଙ୍କୁ ନେଇ କାହିଁକି ଏମିତି କହିଲେ ପିଟ୍ରୋଡା

କଂଗ୍ରେସ ନେତା ରାହୁଲ ଗାନ୍ଧୀ ବର୍ତ୍ତମାନ ଆମେରିକା ଗସ୍ତରେ ଅଛନ୍ତି। ସେ ତିନି ଦିନିଆ ଗସ୍ତରେ ଆମେରିକା ଯାଇଛନ୍ତି, ଯେଉଁଠାରେ ସେ ବିଭିନ୍ନ ଫୋରମରେ ଅନେକ ପ୍ରସଙ୍ଗରେ ଆଲୋଚନା କରୁଛନ୍ତି।…

ଦେଶରେ ପ୍ରଥମ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଜଣେ ସନ୍ଦିଗ୍ଧ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସନ୍ଦିଗ୍ଧଙ୍କ ରକ୍ତ ନମୁନା ପରୀକ୍ଷା ପାଇଁ ପଠାଯାଇଛି। ବ୍ୟକ୍ତି ଜଣଙ୍କ ମଙ୍କିପକ୍ସ ସଂକ୍ରମିତ ଅଞ୍ଚଳରୁ ଭାରତ…

ବିଜେଡି ଉପରେ ପୁଣି ବର୍ଷିଲେ ଜୟନାରାୟଣ ମିଶ୍ର

ନୂଆଖାଇ ଅବସରରେ ରାଜ୍ୟର ଭାଜପା ସରକାର ସିଏମ୍‌ କିଷାନ ଯୋଜନାର ଶୁଭାରମ୍ଭ କରିବା ସଙ୍ଗେ ସଙ୍ଗେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସମ୍ବନ୍ଧିତ ପୋର୍ଟାଲର ଉନ୍ମୋଚନ କରିଛନ୍ତି। ଏହି ଯୋଜନା…

ମୁଁ ବୁଢା ହୋଇ ଗଲେଣି, କାହିଁକି ଏମିତି କହିଲେ ଖାର୍ଗେ

ହରିୟାଣା ବିଧାନସଭା ନିର୍ବାଚନ ପାଇଁ ବିଗୁଲ ବାଜି ସାରିଛି। ଏହି ରାଜନୈତିକ ଖେଳରେ କଂଗ୍ରେସ ଏବଂ ଭାଜପା ଧୀରେ ଧୀରେ ସେମାନଙ୍କରକାର୍ଡ ଖୋଲୁଛନ୍ତି। କୁସ୍ତି ମଞ୍ଚରେ ନିଜର ଶକ୍ତି ପ୍ରଦର୍ଶନ…