ସତେଜ ନା ବାସି ; କେଉଁମାନେ ବାସି ରୁଟି ଖାଇବା ବରଦାନ..

ଅଧିକାଂଶ ସମୟରେ ଯେତେ ଚେଷ୍ଟା କଲେ ମଧ୍ୟ ରାତିରେ ପ୍ରସ୍ତୁତ ହେଉଥିବା ଖାଦ୍ୟ ସକାଳ ପର୍ଯ୍ୟନ୍ତ ବଳକା ରହିଥାଏ । କିଛି ଲୋକେ ଏହାକୁ ଫିଙ୍ଗି ଥାଆନ୍ତି ତ କିଛି ଲୋକେ ଏହାକୁ ଫ୍ରିଜରେ ରଖି…

ବିଧାନସଭାରେ ପ୍ରଭାତୀ ପରିଡାଙ୍କ ବଡ଼ ଘୋଷଣା

ବିଧାନସଭାରେ ସୁଭଦ୍ରା ଯୋଜନାନେଇ ବଡ଼ ଘୋଷଣା କଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ କହିଛନ୍ତି, ପରିବାରର ସବୁ ମହିଳା ଏହି ଯୋଜନାରେ ସୁବିଧା ପାଇପାରିବେ। ପରିବାରରେ ୩ଜଣ କି ୪ଜଣ…

ଜାଣନ୍ତୁ କେଉଁଠୁ ପାଇବେ ‘ସୁଭଦ୍ରା’ ଫର୍ମ

ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ‘ସୁଭଦ୍ରା’ ଯୋଜନାର ଗାଇଡ୍‌ଲାଇନ ଜାରି କରାଯାଇଛି। ଏଥିସହ ବିଭାଗର ପ୍ରମୁଖ ସଚିବ ଶୁଭା ଶର୍ମା ସମସ୍ତ ଜିଲାପାଳ ଏବଂ ମ୍ୟୁନିସିପାଲ କମିଶନରଙ୍କୁ ଚିଠି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କଂଗ୍ରେସ ବିଧାୟକ ଦଳ ନେତା

ରାଜ୍ୟରେ ଅନୁସୂଚିତ ଜାତି, ଜନଜାତି ଓ ପଛୁଆବର୍ଗଙ୍କ ସଂରକ୍ଷଣ ଦାବି ନେଇ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଛନ୍ତି।…

ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବେ ଜଗନ୍ନାଥ ପ୍ରଧାନ

ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଭରିଥିବା ବିଜେପି ନେତା ଜଗନ୍ନାଥ ପ୍ରଧାନ ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବେ। ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବା ନେଇ ସୂଚନା ଦେଇଛନ୍ତି…

ପଦ୍ମ ଧରିବେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ୍‌

ପଦ୍ମ ଧରିବେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜେଏମ୍‌ଏମ୍‌ ନେତା ଚମ୍ପାଇ ସୋରେନ୍‌। ଆସନ୍ତା ୩୦ ତାରିଖରେ ସେ ବିଜେପିରେ ମିଶିବେ ବୋଲି ସୂଚନା ଦେଇଛନ୍ତି ଆସାମ ମୁଖ୍ୟମନ୍ତ୍ରୀ…

କେଉଁମାନେ ପାଇବେନି ସୁଭଦ୍ରା ସହାୟତା ?

ସୁଭଦ୍ରା' ଯୋଜନା ଗାଇଡଲାଇନ । ସୁଭଦ୍ରା ଯୋଜନାକୁ ନେଇ ଗାଇଡଲାଇନ ଜାରି କଲେ ରାଜ୍ୟ ସରକାର । ଗାଇଡଲାଇନ ଅନୁସାରେ ଯୋଜନାରେ ସାମିଲ ହେବାକୁ ହେଲେ ହିତାଧିକାରୀ ଓଡ଼ିଶାର ବାସିନ୍ଦା…

ଆସିଲା ‘ସୁଭଦ୍ରା’ ଗାଇଡଲାଇନ;

ସୁଭଦ୍ରା ଯୋଜନାର ଗାଇଡଲାଇନ ବା ନିର୍ଦେଶାବଳୀ ଜାରି କରିଛନ୍ତି ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ। ଗାଇଡଲାଇନ ଅନୁସାରେ ୨୧ ବର୍ଷରୁ ଅଧିକ ଏବଂ ୬୦ ବର୍ଷରୁ କମ ବୟସର ମହିଳାମାନେ…

ସନ୍ଧ୍ୟା ୭ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଶ୍ରୀମନ୍ଦିରରେ ଆଜି ଶ୍ରୀକୃଷ୍ଣ ଜନ୍ମ ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଚାରି ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ଆଳତି ଅନୁଷ୍ଠିତ ହୋଇ ମହାପ୍ରଭୁଙ୍କ ସନ୍ଧ୍ୟା ଧୂପ ଭୋଗ ଛେକ…

କାହିଁକି ପ୍ରାର୍ଥୀ ତାଲିକା ପ୍ରତ୍ୟାହାର କଲା ବିଜେପି, ଜାଣନ୍ତୁ ଅନ୍ଦର ମହଲରେ କ’ଣ ହେଲା

ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ପାଇଁ ସୋମବାର ଭାଜପା ପ୍ରଥମେ ୪୪ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିଲା। ହେଲେ କିଛି ସମୟ ପରେ ଦଳ ଏହି ତାଲିକାକୁ ପ୍ରତ୍ୟାହର କରି ୧୫ ଜଣିଆ ପ୍ରାର୍ଥୀ…