ମମତାଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା

ବେଆଇନ୍‌ ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲାରେ ମମତା ସରକାରଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି। ପଶ୍ଚିମବଙ୍ଗରେ ଶିକ୍ଷକ ଓ ଅଣ-ଶିକ୍ଷକ କର୍ମଚାରୀଙ୍କ ୨୪ ହଜାର ନିଯୁକ୍ତି ରଦ୍ଦ କରିବା ମାମଲାରେ…

ନାମାଙ୍କନପତ୍ର ଦାଖଲ ବେଳେ ମୁହାଁମୁହିଁ ହେଲେ ବିଜେପି ଓ ବିଜେଡି

ନାମାଙ୍କନପତ୍ର ଦାଖଲ ବେଳେ ମୁହାଁମୁହିଁ ହେଲେ ବିଜେପି ଓ ବିଜେଡି କର୍ମୀ। ଉଭୟଙ୍କ ଭିତରେ ହେଲା ଠେଲାପେଲା। ଆଉ ଜୟ ଶ୍ରୀରାମ, ଜୟ ଜଗନ୍ନାଥ, ମୋଦି ମୋଦି ଓ ନବୀନ ନବୀନ ନାରାରେ କମ୍ପିଲା…

ମୋଦୀଙ୍କ ଟାର୍ଗେଟରେ ଓଡ଼ିଶା, କହିଲେ ଏମିତି କିଛି

ଲୋକ ସଭା ନିର୍ବାଚନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଘରୋଇ ଟେଲିଭିଜନକୁ ଏକ ସ୍ବତନ୍ତ୍ର ସାକ୍ଷାତକାର ଦେଇଛନ୍ତି। ଦିଆଯାଇଥିବା ଏକ ସାକ୍ଷାତକାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଆଜି ନାମାଙ୍କନ ପତ୍ର ଦାଖଲ କରିବେ ରାଜନାଥ ସିଂହ

ଉତ୍ତର ପ୍ରଦେଶର ଲକ୍ଷ୍ନୌର ଭାଜପା ପ୍ରାର୍ଥୀ ରାଜନାଥ ସିଂ ଆଜି ନାମାଙ୍କନ ପତ୍ର ଦାଖୂଳ କରିବେ। ନାମାଙ୍କନ ପୂର୍ବରୁ ରାଜନାଥ ସିଂ ଲକ୍ଷ୍ନୌର ହନୁମାନ ସେତୁ ମନ୍ଦିରରେ ପୂଜା କରିଥିଲେ। ସେ…

ବିଶାଳ ରାଲି କରି ଶକ୍ତି ପ୍ରଦର୍ଶନ କଲେ ଦିଲ୍ଲୀ ରାୟ, ଆଜି ଭରିବେ ନାମାଙ୍କନ ପତ୍ର

ଆଠଗଡ଼ ବିଧାନସଭା ଆସନ ପାଇଁ ନୋମିନେସନ ଭରିବାକୁ ଗଲେ ବିଜେଡିର ହେଭିୱେଟ୍ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ପ୍ରତି ଥର ଭଳି ଚଳିତ ବର୍ଷ ମଧ୍ୟ ନିଜ ୪୦ ବର୍ଷ ତଳର ସ୍କୁଟର ନେଇ ପ୍ରାର୍ଥୀପତ୍ର…

ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି। ଏହି ପର୍ଯ୍ୟାୟରେ ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ ଏବଂ ଭୁବନେଶ୍ୱର ଲୋକସଭା ଆସନ ଓ ଏହା ଅଧିନରେ…

ପୁଣି ନିରାଶ ହେଲେ ସୋରେନ

ଜମି ଦୁର୍ନୀତି ମାମଲାରେ ଜେଲରେ ଥିବା ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା। ତାଙ୍କୁ ନିଜ ବଡ଼ବାପା ରାଜାରାମ ସୋରେନଙ୍କ ଅନ୍ତିମ ସଂସ୍କାର ଏବଂ ଶ୍ରାଦ୍ଧରେ…

୩ ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ଆଉ ୩ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛନ୍ତି। ଭୋଗରାଇରୁ ଗୌତମବୁଦ୍ଧ ଦାସ, ବେଗୁନିଆରୁ ପ୍ରଦୀପ ସାହୁ ଓ ଖୋର୍ଦ୍ଧାରୁ…

ଆସିଲା ବିଜେପିର ପ୍ରାର୍ଥୀ ତାଲିକା, ଅରିନ୍ଦମଙ୍କୁ ମିଳିଲା ସୁଯୋଗ

ଓଡ଼ିଶା ପାଇଁ ବିଜେପି ପ୍ରକାଶ କରିଛି ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା। ଆଜି ଘୋଷଣା ହୋଇଛି ୮ ପ୍ରାର୍ଥୀ। ଏଥିରେ ଅଭିନେତା ଅରିନ୍ଦମ ରାୟଙ୍କୁ ସାଲେପୁରରୁ ପ୍ରାର୍ଥୀ କରିଛି। ବିଜେଡିରୁ…

କେତେ କ୍ଷମତା ପାଇଲେ ଖୁସି ହେବେ ? କେଜ୍ରିୱାଲଙ୍କୁ କୋର୍ଟ ପ୍ରଶ୍ନ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏବେ ତିହାର ଜେଲ୍‌ରେ କାରାଦଣ୍ଡ ଭୋଗୁଛନ୍ତି। ଏନେଇ ଆମ ଆଦମୀ ପାର୍ଟି ବାରମ୍ବାର ଜୋର ଦେଉଥିବାବେଳେ ଶନିବାର ଦିଲ୍ଲୀ ହାଇକୋର୍ଟ ଏହାକୁ…