ପୁଣି ବର୍ଷିଲେ ମମତା Ama Tv Apr 11, 2024 0 ନିର୍ବାଚନ ବେଳେ କିଛି ଲୋକେ ଦଙ୍ଗା ସୃଷ୍ଟି କରିବାକୁ ଚେଷ୍ଟା କରିବେ। ସାବଧାନ ରୁହନ୍ତୁ। ଜାଲରେ ଫସନ୍ତୁ ନାହିଁ। ଆମେ ସୁନ୍ଦର ଓ ଶାନ୍ତ ପରିବେଶ ଚାହୁଁଛୁ। ତେଣୁ ସମସ୍ତଙ୍କୁ ଏକଜୁଟ…
କେ କବିତାଙ୍କୁ ଗିରଫ କଲା ସିବିଆଇ Ama Tv Apr 11, 2024 0 ତେଲାଙ୍ଗନା ବିଆରଏସ (ଭାରତ ରାଷ୍ଟ୍ର ସମିତି) ନେତ୍ରୀ କେ କବିତାଙ୍କ ପାଇଁ ଅଡ଼ୁଆ ବଢିଛି। ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଇଡି ତାଙ୍କୁ ଗିରଫ କରିଥିବା ବେଳେ ଏବେ ସିବିଆଇ ଗିରଫ କରିଛି। ଆଜି…
ଆମେରିକାର ପ୍ରସିଦ୍ଧ ସାପ୍ତାହିକ ମାଗାଜିନ କଭର ପେଜ୍ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି Ama Tv Apr 11, 2024 0 ଭାରତର ତତ୍ତ୍କାଳିନ ପ୍ରଧାନମନ୍ତ୍ରୀ ଇନ୍ଦିର ଗାନ୍ଧିଙ୍କ ପରେ ପ୍ରଥମ ଥର ପାଇଁ ଆମେରିକାର ପ୍ରସିଦ୍ଧ ସାପ୍ତାହିକ ମାଗାଜିନ କଭର ପେଜ୍ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦୀର୍ଘ ୯୦…
ଆପର ୭ ଏମପି ନିଖୋଜ Ama Tv Apr 11, 2024 0 ଲୋକ ସଭା ନିର୍ବାଚନ ପୂର୍ବରୁ ଆମ୍ ଆଦମୀ ପାର୍ଟିକୁ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି। ପାର୍ଟିକୁ ସବୁଠାରୁ ଅଡ଼ୁଆରେ ପକାଇଛି ଦଳ ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀ ଅରବିନ୍ଦ…
ପ୍ରେମାନନ୍ଦ କହିଲେ କିଛି ପ୍ରଭାବ ପଡ଼ିବ ନାହିଁ Ama Tv Apr 11, 2024 0 ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକଙ୍କ ସଭ୍ୟ ପଦ ରଦ୍ଦ କରିଛନ୍ତି ବାଚସ୍ପତି। ଏହା ପରେ ପ୍ରେମାନନ୍ଦ ତାଙ୍କର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସେ କହିଛନ୍ତି, ସଭ୍ୟ ପଦ ରଦ୍ଦ ମୋ’ ଉପରେ…
ଓଡ଼ିଶା ଆସିବେ ସୋନିଆ, ରାହୁଲ Ama Tv Apr 10, 2024 0 ଓଡ଼ିଶା ଆସିବେ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀ। କୋରାପୁଟ ଗସ୍ତରେ ପ୍ରଚାର ପାଇଁ ଆସିବେ ସୋନିଆ ଏବଂ ରାହୁଲ। ଏନେଇ ସୂଚନା ଦେଇଛନ୍ତି କୋରାପୁଟ ଏମ୍ପି ସପ୍ତଗିରି ଉଲାକା। ମେ’ ପ୍ରଥମ…
କଟିଲା ଚଣ୍ଡିଗଡ ସାଂସଦ କିରଣ ଖେର୍ଙ୍କ ଟିକେଟ୍ Ama Tv Apr 10, 2024 0 କଟିଲା ଚଣ୍ଡିଗଡ ସାଂସଦ କିରଣ ଖେର୍ଙ୍କ ଟିକେଟ୍। ବିଜେପିରା ପ୍ରାର୍ଥୀ ତାଲିକାରେ ନାହିଁ ତାଙ୍କ ନାଁ। ଲୋକ ସଭା ନିର୍ବାଚନ ପାଇଁ ବିଜେପି ତା'ର ଆଉ ଏକ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି।…
ପଶ୍ଚିମବଙ୍ଗର ବହୁ ଚର୍ଚ୍ଚିତ ସନ୍ଦେଶଖାଲି ମାମଲାର ତଦନ୍ତ କରିବ ସିବିଆଇ Ama Tv Apr 10, 2024 0 ପଶ୍ଚିମବଙ୍ଗର ବହୁ ଚର୍ଚ୍ଚିତ ସନ୍ଦେଶଖାଲି ମାମଲାର ଏବେ ତଦନ୍ତ କରିବ ସିବିଆଇ। ସନ୍ଦେଶଖାଲିର ଦୁଷ୍କର୍ମ, ଯୌନ ନିର୍ଯାତନା ଓ ଜମି ହଡପ ମାମଲାର ସିବିଆଇକୁ ତଦନ୍ତ କରିବାକୁ କଲିକତା ହାଇକୋର୍ଟ…
ଆପ ଛାଡ଼ିଲେ ରାଜ କୁମାର ଆନନ୍ଦ Ama Tv Apr 10, 2024 0 ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ ଜେଲ୍ ଯିବା ପରେ ଆମ୍ ଆଦମୀ ପାର୍ଟିରେ ସବୁ କିଛି ଠିକ୍ ନାହିଁ। ଦିଲ୍ଲୀ ସରକାରର ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ବରିଷ୍ଠ ନେତା ରାଜ…
ଇସ୍ତାହାର କମିଟି ଘୋଷଣା କଲା ବିଜେଡି Ama Tv Apr 10, 2024 0 ୨୦୨୪ ନିର୍ବାଚନ ପାଇଁ ଇସ୍ତାହାର କମିଟି ଗଠନ କଲା ବିଜେଡି । ୩୮ ଜଣିଆ କମିଟି ଗଠନ କରିଛି ବିଜେଡି । ଯେଉଁ କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ତୁଲାଇବେ ବରିଷ୍ଠ ବିଜେଡି ନେତା ତଥା ବ୍ରହ୍ମପୁର…