ଜୀ ସାର୍ଥକ ଦେଖନ୍ତୁ ଲକ୍ଷପତି ହୁଅନ୍ତୁ, ପୁଣି ଆରମ୍ଭ ହେଲା “ଦେଖିବା ନିତି ହେବା ଲକ୍ଷପତି” ମେଗା ପ୍ରତିଯୋଗିତା

ଓଡ଼ିଶାର ଲୋକପ୍ରିୟ ଓଡିଆ ମନୋରଞ୍ଜନ ଚ୍ୟାନେଲ ଜୀ ସାର୍ଥକ ପୁଣିଥରେ ନେଇଆସିଛି ଆପଣଙ୍କ ପାଇଁ ଲକ୍ଷପତି ହେବାର ସୁବର୍ଣ୍ଣ ସୁଯୋଗ । ଜୀ ସାର୍ଥକରେ ପୁଣି ଥରେ ଆରମ୍ଭ ହୋଇ ଯାଇଛି ମେଗା…

ତେଜସ୍ବୀ ସୂର୍ଯ୍ୟା ଅଟକ

କର୍ନାଟକର ବେଙ୍ଗାଲୁରୁରେ ଅଜାନ ସମୟରେ ହନୁମାନ ଚାଳିଶା ବଜାଇବାକୁ ନେଇ ଉପୁଜିଥିବା ବିବାଦ ବଢ଼ିବାରେ ଲାଗିଛି। ଏଠାରେ ହନୁମାନ ଚାଳିଶା ବଜାଇବାକୁ ନେଇ ଜଣେ ଦୋକାନୀଙ୍କୁ ମାର୍‌ମିଟ୍‌…

ଶାହାଙ୍କୁ ଭେଟିଲେ ରାଜ୍ ଠାକରେ

ଲୋକସଭା ନିର୍ବାଚନ ଯେତିକି ପାଖେଇ ଆସୁଛି ଦଳ ଡିଆଁ ପର୍ବ ବୃଦ୍ଧି ପାଉଛି। ଏହି ଭିତରେ ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ଆରମ୍ଭ ହୋଇଛି। ଯେଉଁଠାରେ କଳ୍ପନାଜଳ୍ପନା ଲାଗିରହିଛି ଯେ ଲୋକସଭା…

ବିଜେପିରେ ସାମିଲ ହେଲେ ସୀତା ସୋରେନ

ବିଜେପିରେ ସାମିଲ ହେଲେ ଜେଏମ୍‌ଏମ୍‌(ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା)ର ପ୍ରମୁଖ ଶିବୁ ସୋରେନ୍‌ଙ୍କ ବଡ ବୋହୂ ସୀତା ସୋରେନ୍‌। କିଛି ସମୟ ପୂର୍ବେ ସେ ଜେଏମ୍‌ଏମ୍‌ର ପଦ ଓ ପ୍ରାଥମିକତା ସଦସ୍ୟରୁ…

କେନ୍ଦ୍ରକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନାଗରିକତା ସଂଶୋଧନ ଆଇନ ବା ସିଏଏ କାର୍ଯ୍ୟକାରିତା ଉପରେ ଲାଗିବନି ରୋକ୍। ଆଜି ସର୍ବୋଚ୍ଚ ଅଦାଲତ ଶୁଣାଣି କରି ସିଏଏ ସ୍ଥଗିତ ରଖିବାକୁ ହୋଇଥିବା ଆବେଦନକୁ ଖାରଜ କରି ଦେଇଛନ୍ତି। ତଥାପି,…

ମେଣ୍ଟକୁ ନେଇ ମୁହଁ ଖୋଲିଲେ ଭି କେ ପାଣ୍ଡିଆନ

ନିର୍ବାଚନୀ ବିଗୁଲ ବାଜିବା ପରେ ବି ରାଜ୍ୟରେ ବିଜେଡି-ବିଜେପି ସମ୍ଭାବ୍ୟ ମେଂଟକୁ ନେଇ ଜାରି ରହିଥିବା ଚର୍ଚ୍ଚାକୁ ଆଜି ନୂଆମୋଡ଼ ଦେଇଛନ୍ତି ବିଜେଡି ନେତା ଭିକେ ପାଣ୍ଡିଆନ। ଦେଶର ଦୁଇ ମହାନ…

ବିହାର ହେଲା ଆସାମ ବୁଝାମଣା, ଜାଣନ୍ତୁ କାହାକୁ ମିଳିଲା କେତେ ଆସନ

ପାଟଣା,: ବିହାରରେ ଭାଜପା ବଡ଼ଭାଇ ଭାବେ ନିର୍ବାଚନ ଲଢିବ। ସୋମବାର ଏନ୍‌ଡିଏ ମଧ୍ୟରେ ଆସନ ବୁଝାମଣା ହୋଇଯାଇଛି। ଚୁକ୍ତିନାମା ଅନୁଯାୟୀ ବିହାରର ୪୦ଟି ଲୋକ ସଭା ଆସନ ମଧ୍ୟରୁ ଭାଜପା ୧୭ ଆସନରେ…

ସୁନ୍ଦରଗଡ଼ରେ ମହାବଳ ଠାବ

ସୁନ୍ଦରଗଡ: ସୁନ୍ଦରଗଡ ଜିଲ୍ଲାରେ ମହାବାଳ ବାଘ ଠାବ ହୋଇଛି । ଦୀର୍ଘ ଦୁଇ ଦଶନ୍ଧି ପରେ ମହାବଳ ବାଘ ବୁଲୁଥିବା ଦେଖିବାକୁ ମିଳିଛି । ବନବିଭାଗ ପକ୍ଷରୁ ଲଗାଯାଇଥିବା କ୍ୟାମେରାରେ ମହାବଳ…

ସରକାରୀ ‍ବିଜ୍ଞାପନରେ ଶଙ୍ଖ ଚିହ୍ନ ମାମଲାକୁ ଖାରଜ କଲେ ହାଇକୋର୍ଟ

ସରକାରୀ ‍ବିଜ୍ଞାପନରେ ଶଙ୍ଖ ଚିହ୍ନ ବ୍ୟବହାର ସମ୍ପର୍କିତ ମାମଲାକୁ ଆଜି ଖାରଜ କରିଛନ୍ତି ହାଇକୋର୍ଟ। ଭାରତୀୟ ନିର୍ବାଚନ କମିଶନ (ECI) ମାମଲାକୁ ବିଚାର ପାଇଁ ଗ୍ରହଣ କରିଥିବାରୁ ହସ୍ତକ୍ଷେପ…

ବିଧାୟକ ମୋକିମଙ୍କୁ ଆଶ୍ୱସ୍ତି

କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି । ନିର୍ବାଚନୀ ସତ୍ୟପାଠ ଅନିୟମିତତା ମାମଲାରେ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିଛି । ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ…