ବନ୍ୟା ପରିସ୍ଥିତି ସୁଧୁରିଛି, ହେଲେ ମୌସୁମୀ ମାସ ସାରା ଓଡ଼ିଶା ପାଇଁ ବିପଦ ଆଶଙ୍କା: ମନ୍ତ୍ରୀ ସୁରେଶ ପୂଜାରୀ
ରାଜ୍ୟରେ ବନ୍ୟା ପରିସ୍ଥିତି ସୁଧୁରିଥିଲେ ମଧ୍ୟ ମୌସୁମୀ ମାସ ସାରା ଓଡ଼ିଶା ପାଇଁ ବିପଦ ଆଶଙ୍କା ବୋଲି କହିଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ଏହାକୁ…