ଲୋକସଭା ପରେ ଆଜି ରାଜ୍ୟସଭାରେ ପାରିତ ହେବ ମହିଳା ସଂରକ୍ଷଣ ବିଲ୍

ସଂସଦର ସ୍ୱତନ୍ତ୍ର ଅଧିବେଶନର ଆଜି ଆଉ ଏକ ଐତିହାସିକ ଦିନ। କାରଣ ଆଜି ରାଜ୍ୟ ସଭାରେ ଆଗତ ହେବ ବହୁ ପ୍ରତୀକ୍ଷିତ ମହିଳା ସଂରକ୍ଷଣ ବିଲ୍। ଗତକାଲି ଲୋକସଭାରେ ବିଲକୁ ସମର୍ଥନ ମିଳିବା ପରେ ଆଜି…

କାଲି ଆରମ୍ଭ ହେବା ବିଧାନସଭା ମୌସୁମୀ ଅଧିବେଶନର

ଭୁବନେଶ୍ୱର: ଆସନ୍ତାକାଲିଠାରୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ । ଏଥିପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି । ତ୍ରିସ୍ତରୀୟ ସୁରକ୍ଷା ବଳୟରେ ରହିଛି ବିଧାନସଭା । ବିଧାନସଭା ବାହାରେ ଓ…

ନାମାଙ୍କନ ଦାଖଲ କଲେ ପ୍ରମିଳା ମଲ୍ଲିକ

ଭୁବନେଶ୍ୱର :ବାଚସ୍ପତି ପଦ ପାଇଁ ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି ପ୍ରମିଳା ମଲ୍ଲିକ। ବିଧାନସଭା ସଚିବଙ୍କ ନିକଟରେ ସେ ନାମାଙ୍କନ ଭରିଛନ୍ତି। ନାମାଙ୍କନ ପତ୍ର ଦାଖଲ ସମୟରେ ବିଜେଡିର…

ଲୋକସଭାରେ ପାରିତ ହେଲା ମହିଳା ସଂରକ୍ଷଣ ବିଲ୍

ଦୀର୍ଘ ୭ ଘଣ୍ଟାରୁ ଅଧିକ ସମୟର ବିତର୍କ ପରେ ଲୋକସଭାରେ ପାରିତ ହୋଇଛି ବହୁ ପ୍ରତୀକ୍ଷିତ ତଥା ଐତିହାସିକ ମହିଳା ସଂରକ୍ଷଣ ବିଲ୍‌। ମଙ୍ଗଳବାର କେନ୍ଦ୍ର ସରକାର ମହିଳା ସଂରକ୍ଷଣ ବିଲ ବା ନାରୀ…

ବାଚସ୍ପତି ପ୍ରାର୍ଥୀ ନାଁ ଘୋଷଣା କଲା ବିଜେଡି

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ଶାସକ ବିଜେଡି ଆଜି ନିଜର ବିଧାନସଭା ବାଚସ୍ପତି ପ୍ରାର୍ଥୀ ଭାବେ ଘୋଷଣା କରିଛି । ବିଜେଡି ଉପସଭାନେତ୍ରୀ ଶ୍ରୀମତୀ ମଲ୍ଲିକ…

କାନାଡାରେ ଥିବା ଭାରତୀୟଙ୍କୁ ସତର୍କ କରାଇଲା ଭାରତ

ନୂଆଦିଲ୍ଲୀ: କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କ ବୟାନ ପରେ କାନାଡାରେ ରହୁଥିବା ଭାରତୀୟଙ୍କ ମଧ୍ୟରେ ଆଶଙ୍କା ପ୍ରକାଶ ପାଇଛି । ଏହାକୁ ଦୃଷ୍ଟିରେ ରଖି ବୁଧବାର ବୈଦେଶିକ ବ୍ୟାପାର…

କାନାଡ଼ାରେ ଭାରତ ବିରୋଧୀ ୯ ବିଚ୍ଛିନ୍ନବାଦୀ ସଙ୍ଗଠନ କାମ କରୁଛନ୍ତି

ନୂଆଦିଲ୍ଲୀ :କାନାଡା ଓ ଭାରତ ସମ୍ପର୍କ ମଧ୍ୟରେ ଦେଖା ଦେଉଥିବା ଫାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଉଭୟ ଦେଶ ମଧ୍ୟରେ ଆରମ୍ଭ ହୋଇଥିବା ତିକ୍ତତା କମିବା ନାଁ ଧରୁନି। ଖଲିସ୍ତାନୀ…

ରାଜ୍ୟରେ ଆହୁରି ତିନି ଦିନ ବର୍ଷିବ

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଓ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଘନୀଭୂତ ହେବାରୁ ଏହାର ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ…

ମା ସମଲେଶ୍ବରୀଙ୍କ ପାଖରେ ଲାଗି ହେଲା ନବାନ୍ନ

ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଉତ୍ସବମୁଖର ହୋଇ ଉଠିଛି ପୁରପଲ୍ଲୀ। ନିର୍ଦ୍ଧାରିତ ଲଗ୍ନରେ ମା’ ସମଲେଶ୍ୱରୀଙ୍କ ଠାରେ ନବାନ୍ନ ଲାଗି ହୋଇଛି। ଏହାପରେ ଘରେ ଘରେ ନୂଆ ଖାଉଛନ୍ତି ଲୋକ।…

ମହିଳା ସଂରକ୍ଷଣ ବିଲକୁ ନେଇ ଏମିତି କହିଲେ ସୋନିଆ

ନୂଆଦିଲ୍ଲୀ: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀ ତଥା ତାଙ୍କ ସ୍ବାମୀ ପ୍ରଥମେ ମହିଳା ସଂରକ୍ଷଣ ବିଲ୍‌ ଉପସ୍ଥାପନ କରିଥିଲେ ବୋଲି ଆଜି କଂଗ୍ରେସ ପାର୍ଟି ତରଫରୁ ‘ମହିଳା…