ଦୀପାଳିଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଝାରସୁଗୁଡ଼ା ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କ ବିପୁଳ ବିଜୟ ପରେ ତାଙ୍କ ସହ ମୁଖ୍ୟମନ୍ତ୍ରୀ ଫୋନ ଯୋଗେ କଥାବାର୍ତ୍ତା ହୋଇ ଅଭିନନ୍ଦନ ଜଣାଇଛନ୍ତି। ଏହି ବିଜୟ ସହ…

କର୍ଣ୍ଣାଟକ ନିର୍ବାଚନ: ଜିତିଲେ ରାଜ୍ୟ କଂଗ୍ରେସ ମୁଖିଆ

କର୍ଣ୍ଣାଟକା: କର୍ଣ୍ଣାଟକାରେ କଂଗ୍ରେସ ସରକାର ଗଠନ କରିବାକୁ ଯାଉଥିବା ବେଳେ ରାଜ୍ୟ ମୁଖ୍ୟ ଡିକେ ଶିବକୁମାର ଏକତରଫା ବିଜୟ ହାସଲ କରିଛନ୍ତି। ସେ କନକପୁରା ଆସନରୁ ପ୍ରାର୍ଥୀ ହୋଇଥିବା ବେଳେ…

ନବଙ୍କ ରେକର୍ଡ ଭାଙ୍ଗିଲେ ଦୀପାଳି

ଭୁବନେଶ୍ୱର: ବାପା ତଥା ସ୍ୱର୍ଗତ ମନ୍ତ୍ରୀ ନବ ଦାସଙ୍କ ରେକର୍ଡ ଭାଙ୍ଗିଦେଲେ ଦୀପାଳି ଦାସ । ୨୦୧୯ରେ ନବ ଦାସ ୪୫ ହଜାର ୬୯୯ ଭୋଟ ବ୍ୟବଧାନରେ ଜିତିଥିଲେ । ଦୀପାଳି ଦାସ ୪୮ହଜାର ୨୩୭ ଭୋଟରେ…

ବାଜି ମାରିନେଲେ ଦୀପାଳି

ଭୁବନେଶ୍ୱର: ଆସିଲା ଝାରସୁଗୁଡ଼ା ଉପନିର୍ବାଚନ ଫଳାଫଳ। ବାଜି ମାରିଲେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେପିର ଟଙ୍କଧର ତ୍ରିପାଠୀଙ୍କୁ ୪୮, ୬୧୯ ଖଣ୍ତ…

ସମୀର ୱାଙ୍ଖଡେଙ୍କ ବିରୋଧରେ ଦୁର୍ନୀତି ମାମଲା ରୁଜୁ

ନୂଆଦିଲ୍ଲୀ: ଦୁଇ ବର୍ଷ ତଳେ ଡ୍ରଗ୍‌ସ ମାମଲାରେ ବଲିଉଡ୍‌ ଅଭିନେତା ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନଙ୍କୁ ଗିରଫ କରିଥିବା ପୂର୍ବତନ ନର୍କୋଟିକ୍‌ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ଅଧିକାରୀ…

ବାଚସ୍ପତି ପଦରୁ ଇସ୍ତଫା ଦେଲେ ବିକ୍ରମ କେଶରୀ ଆରୁଖ

ଭୁବନେଶ୍ୱର: ସମସ୍ତଙ୍କୁ ଚକିତ କରି ଆଜି ବାଚସ୍ପତି ପଦରୁ ଇସ୍ତଫା ଦେଇଛନ୍ତି ବିକ୍ରମ କେଶରୀ ଆରୁଖ | ଗଞ୍ଜାମ ଜିଲ୍ଲା ଭଂଜନଗରରୁ ୫ଥର ବିଧାୟକ ହୋଇଥିବା ବିକ୍ରମ ଆରୁଖ ନିଜ ଇସ୍ତଫାକୁ ନେଇ…

ଜଭୂଷଣ ଶରଣ ସିଂହଙ୍କ ବୟାନ ରେକର୍ଡ

ନୂଆଦିଲ୍ଲୀ: ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍ଆଇ)ର ମୁଖ୍ୟ ତଥା ବିଜେପି ସାଂସଦ ବ୍ରଜଭୂଷଣ ଶରଣ ସିଂହ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ କରି କୁସ୍ତିଯୋଦ୍ଧାମାନେ ଗତ ୨୦ ଦିନ ହେବ…

ପୁଣି ସୁପ୍ରିମକୋର୍ଟ ଦ୍ୱାରସ୍ଥ ହେଲା ‘ଆପ୍‌’ , ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ: ଅମଲାମାନଙ୍କ ଉପରେ ନିୟନ୍ତ୍ରଣ ସଂକ୍ରାନ୍ତ ସାମ୍ବିଧାନିକ ଖଣ୍ଡପୀଠଙ୍କ ରାୟକୁ କେନ୍ଦ୍ର ସରକାର ଅମାନ୍ୟ କରୁଥିବା କହି ଦିଲ୍ଲୀର ‘ଆପ୍‌’ ସରକାର ଆଜି ସୁପ୍ରିମ୍‌ କୋର୍ଟଙ୍କ…

ସିସୋଦିଆଙ୍କ ନ୍ୟାୟିକ ହେପାଜତକୁ ଜୁନ୍‌ ୨ ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ : ମଦ ଦୁର୍ନୀତି ମାମଲାରେ ନ୍ୟାୟିକ ହେପାଜତ ଶେଷ ହେବା ପରେ ମନୀଷ ସିସୋଦିଆଙ୍କୁ ରାଉସ୍‌ ଆଭେନ୍ୟୁ କୋର୍ଟରେ ହାଜର କରାଯାଇଥିଲା । ଶୁଣାଣି ପରେ କୋର୍ଟ ତାଙ୍କ ନ୍ୟାୟିକ ହେପାଜତକୁ…

ମନ୍‌ କୀ ବାତ୍‌ ନ ଶୁଣିବାରୁ ପିଲାଙ୍କୁ ଶାସ୍ତି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀଙ୍କ ମାସିକ ବେତାର ଅଭିଭାଷଣ ଶୁଣୁ ନ ଥିବାରୁ ତାଙ୍କୁ ମଧ୍ୟ କ’ଣ ଶାସ୍ତି ମିଳିବ ଏବଂ ଘରୁ ବାହାରକୁ ଛଡ଼ାଯିବ ନାହିଁ ବୋଲି ‘ପିଜିଆଇଏମ୍‌ଇଆର୍‌’…