ଜୀ ସାର୍ଥକରେ ୱାର୍ଲ୍ଡ ଟିଭି ପ୍ରିମିୟର ହେବାକୁ ଯାଉଛି ଓଡିଆ ବ୍ଲକବଷ୍ଟର ଫିଲ୍ମ ‘ଅନନ୍ତା’ – ୨୬…

ପର୍ବ ପର୍ବାଣୀରେ ଜୀ ସାର୍ଥକର ସମସ୍ତ ମନୋରଞ୍ଜନ ଭିତ୍ତିକ କାର୍ଯ୍ୟକ୍ରମ ଓ ସୁପରହିଟ ଫିଲ୍ମ ସବୁ ଓଡିଆ ଦର୍ଶକଙ୍କ ମନ ଜିତିବାରେ ସବୁବେଳେ ସଫଳ ହୋଇଛି । ଓଡ଼ିଶାର ୧ ନମ୍ବର ମନୋରଞ୍ଜନ…

ମୁଖ୍ୟମନ୍ତ୍ରୀଙ୍କ ମାନସ ପ୍ରକଳ୍ପ: ସାନଘାଗରାରେ ପ୍ରତିଷ୍ଠା ହେବ ରାଜ୍ୟର ଦ୍ଵିତୀୟ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର

କେନ୍ଦୁଝରର ସାନଘାଗରାରେ ପ୍ରତିଷ୍ଠା ହେବ ରାଜ୍ୟର ୨ୟ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର(Regional Plant Resource Centre)। ଏ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା…

୪ ମାସ ପରେ ଭାରତ ଫେରିଲେ କୋହଲି

ଷ୍ଟାର ଭାରତୀୟ ବ୍ୟାଟର ବିରାଟ କୋହଲି ମଙ୍ଗଳବାର ଦିଲ୍ଲୀରେ ପହଞ୍ଚିଛନ୍ତି। ସେ ଭାରତୀୟ ଦଳର ଅବଶିଷ୍ଟ ଖେଳାଳିଙ୍କ ସହ ଅଷ୍ଟ୍ରେଲିଆ ଟୁର କରିବେ। ଆସନ୍ତା ୧୯ ତାରିଖରୁ ଅଷ୍ଟ୍ରେଲିଆରେ ଆରମ୍ଭ…

ପୁରୀ ଯିବା ରାସ୍ତାରେ ପଇଡ଼ ପିଇଲେ ମୁଖ୍ୟମନ୍ତ୍ରୀ, ପଇଡ ବିକ୍ରେତାଙ୍କ ସହ ହେଲେ ସୁଖଦୁଃଖ

ଭୁବନେଶ୍ବର: ପୁରୀ ଯିବା ରାସ୍ତାରେ ସତ୍ୟବାଦୀ ନିକଟରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଇଡ ବିକ୍ରେତା ଶ୍ରୀଧର ମହାପାତ୍ରଙ୍କ ସହ ସୁଖଦୁଃଖ ହୋଇଛନ୍ତି । ଆଜି ମୁଖ୍ୟମନ୍ତ୍ରୀ ପୁରୀ…

ନୂଆପଡ଼ା ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର; ଜାଣନ୍ତୁ କାହିଁକି

ନୂଆପଡ଼ା ଉପନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ରହିଛି। ସୋମବାର ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ, ଆଜିଠୁ ନାମାଙ୍କନ କରାଯାଉଛି। ୨୦ ତାରିଖ ନାମାଙ୍କନ ଦାଖଲର…

ଭାରତରୁ ପାକିସ୍ତାନକୁ ଚେତାବନୀ ଦେଲେ ଆଫଗାନିସ୍ତାନ ବିଦେଶ ମନ୍ତ୍ରୀ; ‘ସୁଧୁରିଯା ନ ହେଲେ ଅନ୍ୟ ବାଟ ଅଛି’

ଆଫଗାନିସ୍ତାନ ଓ ପକିସ୍ତାନ ମଧ୍ୟରେ ସୀମାନ୍ତ ସଂଘର୍ଷ ବଢ଼ିବା ପରେ ଆଫଗାନିସ୍ତାନ ବିଦେଶ ମନ୍ତ୍ରୀ ଆମିର୍ ଖାନ୍ ମୁତ୍ତାକି ରବିବାର ସତର୍କ କରିଛନ୍ତି। ସେ କହିଛନ୍ତି, “ସୀମାନ୍ତରେ ଶାନ୍ତି…

ଆଓ ନେକ୍ସ୍ଟ ଓଟିଟିରେ ଅକ୍ଟୋବର ୧୨ ରେ ଉପଲବ୍ଧ ହେବ ଲୋକପ୍ରିୟ ଫିଲ୍ମ *‘ଭାବାନ୍ତର’*

ପୂର୍ବ ଭାରତର ଲୋକପ୍ରିୟ ଓ ପ୍ରିମିୟମ୍ ଓଭର-ଦି-ଟପ୍ (ଓଟିଟି) ଷ୍ଟ୍ରିମିଂ ପ୍ଲାଟଫର୍ମ, ଆଓ ନେକ୍ସ୍ଟରେ ଅକ୍ଟୋବର ୧୨ ରେ ଉପଲବ୍ଧ ହେବ ଲୋକପ୍ରିୟତାର ଶୀର୍ଷରେ ରହିଥିବା ଫିଲ୍ମ, ‘ଭାବାନ୍ତର’…

ଜୀ-ସାର୍ଥକର ସୁପରହିଟ ମେଗା ଧାରାବାହିକ ‘ଭାଗ୍ୟରେଖା’ରେ ଆରମ୍ଭ ହେବାକୁ ଯାଉଛି କାହାଣୀ ନୂଆ ପିଢ଼ିର ଏଇ ଅକ୍ଟୋବର…

ଓଡିଆ ଦର୍ଶକଙ୍କ ରୁଚି ଅନୁସାରେ ସୃଜନଶୀଳତା ସହିତ ଚରିତ୍ର ପରିକଳ୍ପନା କରି ସବୁବେଳେ ଆଗରେ ରହେ ଜୀ ସାର୍ଥକ । ସେହିପରି ଏକ ନୂତନ ମୋଡ଼ ନେଇଛି ଜୀ ସାର୍ଥକର ଲୋକପ୍ରିୟ ମେଗା ଧାରାବାହିକ…

ନଭି ମୁମ୍ବଇ ବିମାନବନ୍ଦର ଉଦ୍‌ଘାଟିତ

ମହାରାଷ୍ଟ୍ରର ରାଜଧାନୀ ମୁମ୍ବଇକୁ ମିଳିଛି ଆଉ ଏକ ଆନ୍ତର୍ଜାତିକ ବିମାନବନ୍ଦର। ନୂଅା ବିମାନବନ୍ଦର ନାମ ରହିଛି ନଭି ମୁମ୍ବଇ ଆନ୍ତର୍ଜାତିକ ବିମାନ ବନ୍ଦର। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ…

୧୯ ଓପିଏସ ଅଧିକାରୀଙ୍କ ବଦଳି, ବ୍ରହ୍ମପୁର ଅତିରିକ୍ତ ଏସପି ହେଲେ ଆଲୋକ କୁମାର ଜେନା

୧୯ ଓପିଏସ ଅଧିକାରୀଙ୍କ ବଦଳି ଓ ନିଯୁକ୍ତି କଲେ ସରକାର । ବ୍ରହ୍ମପୁର ଅତିରିକ୍ତ ଏସ୍ ପି ସୀମା ସ୍ବାଇଁଙ୍କ ବଦଳି କରାଯାଇଛି । ତାଙ୍କ ସ୍ଥାନରେ ଆଲୋକ କୁମାର ଜେନାଙ୍କୁ ବ୍ରହ୍ମପୁର ଅତିରିକ୍ତ…