ଖାର୍ଗେଙ୍କ ମନ୍ତବ୍ୟକୁ ନେଇ ଆଜି ରାଜ୍ୟ ସଭାରେ ହଟ୍ଟଗୋଳ

ନୂଆଦିଲ୍ଲୀ: ଦେଶରେ ତିକ୍ତତା ପ୍ରସାର କରୁଥିବା ବ୍ୟକ୍ତିମାନଙ୍କ ପ୍ରସଙ୍ଗରେ କାହିଁକି ‘ମଉନୀ ବାବା’ ସାଜିଛନ୍ତି ବୋଲି ଆଜି କଂଗ୍ରେସ ସାଂସଦ ମଲ୍ଲିକାର୍ଜୁନ ଖଡ଼ଗେ ପ୍ରଧାନମନ୍ତ୍ରୀ…

କଂଗ୍ରେସରେ ଯୋଗଦେବେ ବିଜୟ ପଟ୍ଟନାୟକ

ଭୁବନେଶ୍ବର: ଆସନ୍ତାକାଲି ‘ହାତ’ ଧରିବେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ। ଦିଲ୍ଲୀସ୍ଥିତ ଏଆଇସିସି ମୁଖ୍ୟ କାର୍ଯ୍ୟାଳୟରେ ସେ କଂଗ୍ରେସ ଦଳରେ ଯୋଗ ଦେବେ ବୋଲି ସୂଚନା ରହିଛି।…

ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

ଭୁବନେଶ୍ବର: ଆଗାମୀ ୧୦ ଓ ୧୧ ତାରିଖ ଦିନ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଓଡ଼ିଶା ଆସିବେ। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ସୁରକ୍ଷା…

ମୋ ସରକାରକୁ ଗଲା ରାଜ୍ୟର ଆଉ ଏକ ସଂସ୍ଥା

ଭୁବନେଶ୍ବର: ରାଜ୍ୟରେ ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ ଆଉଟସୋର୍ସିଂ ସଂସ୍ଥା ଦ୍ବାରା ନିୟୋଜିତ ଲକ୍ଷାଧିକ କର୍ମଚାରୀଙ୍କ ହିତକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କେତେକ ଗୁରୁତ୍ବପୂର୍ଣ୍ଣ…

ନବ ଦାସଙ୍କ ହତ୍ୟା ମାମଲା, ସିନ କ୍ରିଏସନ୍ କରି ଦେଖାଇଲା ଗୋପାଳ

ଝାରସୁଗୁଡା: ସ୍ପଷ୍ଟ ଦିବାଲୋକରେ ସମସ୍ତଙ୍କ ସମ୍ମୁଖରେ ମନ୍ତ୍ରୀ ନବ ଦାସଙ୍କୁ ଗୁଳି ମାରି ହତ୍ୟା କରିଥିବା ଏଏସ୍‌ଆଇ ଗୋପାଳ ଦାସ କ୍ରାଇମବ୍ରାଞ୍ଚ ହେପାଜତରେ ରହିଛି। ତଥାପି ହତ୍ୟାର କାରଣ…

ରାଜସ୍ଥାନ ପରେ ମହାରାଷ୍ଟ୍ର କଂଗ୍ରେସରେ ପୁଣି ନୂଆ ନାଟକ,ଜାଣନ୍ତୁ କଣ

ମୁମ୍ବାଇ: ମହାରାଷ୍ଟ୍ର କଂଗ୍ରେସ ବିଧାୟକ ଦଳ ନେତା ବାଲାସାହେବ ଥୋରାଟ୍‌ ମଙ୍ଗଳବାର ଦଳର ମୁଖ୍ୟ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଚିଠି ଲେଖି ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଥୋରାଟ୍‌ଙ୍କ ସହଯୋଗୀ…

ରାଜ୍ୟରେ କମିବ ଶୀତ ବଢିବ ତାତି

ଭୁବନେଶ୍ୱର : ରାଜ୍ୟରେ ତାପମାତ୍ରା ବଢ଼ିବା ସହ ଶୀତର ପ୍ରକୋପ କମିବ। ଆଗକୁ ସର୍ବନିମ୍ନ ତାପମାତ୍ରା ୨ ଡିଗ୍ରୀ ବଢ଼ିବାକୁ ଥିବାବେଳେ ଶୀତ ଆହୁରି କମିବାର ସମ୍ଭାବନା ରହିଛି। ଭୁବନେଶ୍ୱର…

ଶପଥ ନେଲେ ଏଲ୍ ଭିକ୍ଟୋରିଆ ଗୌରୀ

ଏହା ଏକ ଭୁଲ ଉଦାହରଣ ସୃଷ୍ଟି କରିବ। କଲେଜିୟମ ଏହା ଉପରେ ବିଚାର କରି ନିଷ୍ପତ୍ତି ନେଇସାରିଛି। ଭିକ୍ଟୋରିଆଙ୍କ ନିଯୁକ୍ତିକୁ ଚ୍ୟାଲେଞ୍ଜ କରି ହୋଇଥିବା ଅପିଲ୍‌ରେ କୁହାଯାଇଥିଲା ଯେ,…

ଅର୍ଦ୍ଧେନ୍ଦୁଙ୍କ ବଡ଼ ହୃଦୟ, ପିଣ୍ଟୁଙ୍କ ଚିକିତ୍ସା ପାଇଁ ଦେଲେ ୧୦ ଲକ୍ଷ ଟଙ୍କା

ଭୁବନେଶ୍ୱର: ପୁଣି ବଡ଼ ହୃଦୟର ପରିଚୟ ଦେଲେ ଅଭିନେତା ଅର୍ଦ୍ଧେନ୍ଦୁ ସାହୁ । ଅସୁସ୍ଥ ପିଣ୍ଟୁ ନନ୍ଦଙ୍କ ଚିକିତ୍ସା ପାଇଁ ବଢାଇଛନ୍ତି ସହାୟତାର ହାତ । ପିଣ୍ଟୁଙ୍କ ବାସ ଭବନକୁ ଯାଇ ସଫଳ…

ଧର୍ମାନ୍ତରୀକରଣ ଆବେଦନ ଉପରେ ୧୭ ମାର୍ଚ୍ଚରେ ସୁପ୍ରିମକୋର୍ଟରେ ଶୁଣାଣି

ନୂଆଦିଲ୍ଲୀ : ସୁପ୍ରିମକୋର୍ଟ ଆସନ୍ତା ମାର୍ଚ୍ଚ ୧୭ ତାରିଖରେ ଧର୍ମାନ୍ତରୀକରଣ ପ୍ରସଙ୍ଗରେ ସମସ୍ତ ଆବେଦନ ଉପରେ ଶୁଣାଣି କରିବେ। ବେଆଇନ ଧର୍ମାନ୍ତରୀକରଣ ଏବଂ ଧର୍ମାନ୍ତରୀକରଣ ବିରୋଧରେ…