ଆଜି ରାତି ୮. ୪୫ ମିନିଟରେ ୫୩ ତମ ଆନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ ପ୍ରଦର୍ଶିତ ହେବ ‘ପ୍ରତୀକ୍ଷା’
ଭୁବନେଶ୍ୱର :ବିଶିଷ୍ଟ ସିନେ ନିର୍ଦ୍ଦେଶକ ଅନୁପମ ପଟ୍ଟନାୟକଙ୍କ ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ପ୍ରତୀକ୍ଷା’ ଗୋଆର ରାଜଧାନୀ ପଞ୍ଜିମର ଆଇନକ୍ସ ପ୍ରେକ୍ଷାଳୟରେ ଆଜି ରାତି ୮. ୪୫ ମିନିଟରେ…