ଆଜିଠାରୁ ଓଡ଼ିଶାରେ ଆୟୁଷ୍ମାନ ଭାରତ ଓ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା : ଜାଣନ୍ତୁ କାହାକୁ ମିଳିବ, କାହାକୁ ମିଳିବନି
ପୂରଣ ହେବ ବିଜେପିର ଡ୍ରିମ୍ ପ୍ରୋଜେକ୍ଟ । ଆଜିଠାରୁ ଓଡ଼ିଶାରେ ଆୟୁଷ୍ମାନ ଭାରତ ଓ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା । କଟକ ବାଲିଯାତ୍ରା ପଡ଼ିଆରେ ଅନୁଷ୍ଠିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ…