ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ମୋହନ ସରକାର, ଅବସର ପରେ ମିଳିବ…

ଭୁବନେଶ୍ୱର (ଆମ ଟିଭି): ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ମୋହନ ସରକାର। ଏଣିକି ସରକାରୀ କର୍ମଚାରୀଙ୍କୁ ଅବସର ଦିନ ପୂର୍ଣ୍ଣାଙ୍ଗ ପେନସନ ସୁନିଶ୍ଚିତ ହେବ। ଏନେଇ ସବୁ ବିଭାଗ…

ଆଦାନୀଙ୍କୁ ଘଣ୍ଟ ଘୋଡ଼ାଉଛନ୍ତି ମୋଦି ସରକାର: ବର୍ଷିଲେ ଶ୍ରୀକାନ୍ତ

ଭୁବନେଶ୍ୱର (ଆମ ଟିଭି): ୨ ହଜାର କୋଟି ଟଙ୍କା ଲାଞ୍ଚ ମାମଲାରେ ଆଦାନୀ ଗ୍ରୁପ୍‌ର ସମ୍ପୃକ୍ତି ଏବଂ ଆମେରିକାର କର୍ତ୍ତୃପକ୍ଷଙ୍କ ଅଭିଯୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ଏବଂ…

ଚାଲିଛି ଭୋଟ୍ ଗଣତି; ଆଜି ଆସିବ ମହାରାଷ୍ଟ୍ର-ଝାଡଖଣ୍ଡ ବିଧାନସଭା ନିର୍ବାଚନ ଫଳ

ନୂଆଦିଲ୍ଲୀ(ଆମ ଟିଭି): ମହାରାଷ୍ଟ୍ର ଏବଂ ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଭୋଟ୍ ଗଣତି ଆରମ୍ଭ ହୋଇଛି । ଆଜି ପ୍ରକାଶ ପାଇବ ମହାରାଷ୍ଟ୍ର, ଝାଡଖଣ୍ଡ ବିଧାନସଭା ନିର୍ବାଚନ ଫଳ ।…

ବବିଙ୍କ ଭାଇ ଭବଙ୍କୁ ବାନ୍ଧିଲା ପୁଲିସ

ବିଜେଡି ନେତା ତଥା ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ (ବବି )ଙ୍କ ଭାଇ ଭବ ପ୍ରକାଶ ଦାସଙ୍କୁ ଗିରଫ କରିଛି ଯାଜପୁର ଟାଉନ ପୁଲିସ। ଗତକାଲି ବିଳମ୍ବିତ ରାତିରେ ଭବ ଦାସଙ୍କୁ ଘରୁ ଉଠାଇ ଆଣି…

ଅପରାହ୍ଣରେ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ; ଅତିରିକ୍ତ ବଜେଟକୁ ମିଳିପାରେ ଅନୁମୋଦନ

ରାଜ୍ୟ ମନ୍ତ୍ରୀ ପରିଷଦର ଗୁରୁତ୍ବପୂର୍ଣ୍ଣ ବୈଠକ । ଶନିବାର ଅପରାହ୍ଣରେ ବସିବ ଏହି ମିଟିଂ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଅଧ୍ୟକ୍ଷତା କରିବେ । ଏଥିରେ ଅତିରିକ୍ତ ବଜେଟକୁ ଅନୁମୋଦନ…

ମହାରାଷ୍ଟ୍ର; ଟ୍ରେଣ୍ଡରେ ମହାୟୁତି ମେଣ୍ଟକୁ ବହୁମତ । ପଛରେ ପଡିଲା ମହାବିକାଶ ଅଘାଡି ।

ଆସୁଛି ମହାରାଷ୍ଟ୍ର ନିର୍ବାଚନ ଫଳାଫଳ । ବର୍ତ୍ତମାନ ଆସୁଥିବା ଟ୍ରେଣ୍ଡ ଅନୁସାରେ ମହାବିକାଶ ଅଘାଡିକୁ ବହୁ ପଛରେ ପକାଇଛି ମହାୟୁତି । ତେବେ ପ୍ରାରମ୍ଭିକ ଟ୍ରେଣ୍ଡ ଅନୁସାରେ, ବହୁମତକୁ ପାର୍…

ସିଙ୍ଗାପୁର ଗସ୍ତ ସାରି ଓଡିଶା ଫେରିଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫେରିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ  ।  ସିଙ୍ଗାପୁର ଗସ୍ତ ସାରି ଓଡ଼ିଶା ଫେରିଛନ୍ତି ମୋହନ ମାଝୀ । ୪ ଦିନିଆ ଗସ୍ତରେ ଉତ୍କସ ଓଡ଼ିଶାରେ ରୋଡ ସୋ ସହ ସେଠାକାର ଅନେକ ନିବେଶକଙ୍କ ସହ…

‘ଦିଲ୍ଲୀ ସରକାରଙ୍କ ଉତ୍ତରରେ ଆମେ ସନ୍ତୁଷ୍ଟ ନୁହଁ’: ପ୍ରଦୂଷଣକୁ ନେଇ ସୁପ୍ରିମକୋର୍ଟ କ୍ଷୁବ୍ଧ

ନୂଆଦିଲ୍ଲୀ (ଆମ ଟିଭି): ଆଜିକାଲି ଦେଶର ରାଜଧାନୀରେ ପ୍ରଦୂଷଣ ବୃଦ୍ଧି ପାଉଛି। ରାଜଧାନୀରେ ପ୍ରଦୂଷଣ ପ୍ରସଙ୍ଗରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ଏହି ସମୟରେ ଦିଲ୍ଲୀ ସରକାରଙ୍କ…

କୌସ୍ତଭ ଡ୍ରିମ୍ ୱାର୍କ୍ସ ତରଫରୁ କଟକ ବାଲିଯାତ୍ରାରେ ରିଲିଜ ହେଲା ‘ଘମାଘୋଟ’ ଫିଲ୍ମର ପୋଷ୍ଟର

କଟକ (ଆମ ଟିଭି):  ବର୍ତ୍ତମାନ ଖୁବ ଚଳ ଚଞ୍ଚଳ ଓଡିଆ ସିନେ ଜଗତ । ବିଗତ ଦିନରେ ଭଲ ଭଲ କାହାଣୀକୁ ନେଇ ଅନେକ ଫିଲ୍ମ ରିଲିଜ ହୋଇଛି ଯାହା ସିନେ ପ୍ରେମିଙ୍କ ମନକୁ ଛୁଇଁବା ସହିତ ବକ୍ସ ଅଫିସରେ…

ବବି ଦାସ ଭାଇଙ୍କ ନାଁରେ ଏତଲା, ବ୍ୟବସାୟୀଙ୍କୁ ଧମକ ଦେଇ…

ଯାଜପୁର (ଆମ ଟିଭି): ବିଜେଡି ନେତା ତଥା ପୂର୍ବତନ ବିଧାୟକ ବବି ଦାସଙ୍କ ଭାଇ ଭବ ପ୍ରକାଶ ଦାସଙ୍କ ନାଁରେ ଏତଲା ଦିଆଯାଇଛି। ହାଟର ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଯାଜପୁର ଥାନାରେ…