ମୁଖ୍ୟମନ୍ତ୍ରୀଙ୍କ ସହ ଦୌଡିଲେ ମନ୍ତ୍ରୀ; ଜାଣନ୍ତୁ କାହିଁକି?

ଭୁବନେଶ୍ୱର(ଆମ ଟିଭି): ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ପୂର୍ବରୁ ‘ରନ ଫର୍‌ ୟୁନିଟି’ ମାରାଥନକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିରେ ଏକତାର ଶପଥ କରାଇବା ପରେ…

ମନ୍ତ୍ରୀଙ୍କ ବଡ଼ ଘୋଷଣା: ପୁଣି ଓଡ଼ିଶା ଆସିବ ୫ ବାଘୁଣୀ

ଭୁବନେଶ୍ୱର (ଆମ ଟିଭି): ରାଜ୍ୟରେ ବାଘ ବଂଶ ବିସ୍ତାର ପାଇଁ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏନେଇ କିଛିଦିନ ତଳେ ମହାରାଷ୍ଟ୍ରରୁ ଏକ ମହାବଳ ବାଘୁଣୀ ଆଣି ମୟୁରଭଞ୍ଜର ଶିମିଳିପାଳରେ…

ଧୂଆଁ ଧୂଆଁ ରାଜଧାନୀ, ନିଶ୍ୱାସ ନେବା ମୁସ୍‌କିଲ

ନୂଆଦିଲ୍ଲୀ(ଆମ ଟିଭି): ଯୁଆଡ଼େ ଦେଖିବ ସିଆଡ଼େ କେବଳ ଧୂଆଁ ଆଉ ଧୂଆଁ। ଗ୍ୟାସ୍‌ ଚାମ୍ବାର ପାଲଟି ଗଲାଣି ରାଜଧାନୀ ଦିଲ୍ଲୀ। ପ୍ରଦୂଷଣ ଉପରେ ଲାଗୁନି ବ୍ରେକ୍‌। ଦିନକୁ ଦିନ ଏହା ବଢ଼ି ଚାଲିଛି।…

‘ମନ୍‌ କି ବାତ୍‌’ରେ ମୋଟୁ-ପତ୍‌ଲୁ, ଛୋଟା ଭୀମ୍‌ କଥା କହିଲେ ମୋଦି, କାରଣ ଜାଣିଲେ…

ନୂଆଦିଲ୍ଲୀ (ଆମ ଟିଭି): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମର ୧୧୫ତମ ପର୍ଯ୍ୟାୟରେ ତାଙ୍କ ଜୀବନର ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତଗୁଡ଼ିକୁ ମନେ ପକାଇଛନ୍ତି।…

ଭୁବନେଶ୍ୱରରରେ ଲାଗିବ ଆଇପି କ୍ୟାମେରା

ଭୁବନେଶ୍ୱର (ଆମ ଟିଭି): ରାଜଧାନୀର ବିଭିନ୍ନ ଆପାର୍ଟମେଣ୍ଟକୁ ଟାର୍ଗେଟ କରି ଲୁଟେରାମାନେ ଲୋକଙ୍କ ଟଙ୍କା ଓ ସୁନା ଗହଣା ନେଇ ଫେରାର ହୋଇଯାଉଛନ୍ତି। ଅତ୍ୟାଧୁନିକ କ୍ୟାମେରା ବ୍ୟବସ୍ଥା ନ…

ରାଜଭବନରେ ପହଞ୍ଚିଲେ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା

ଭୁବନେଶ୍ୱର (ଆମ ଟିଭି): ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଓଡ଼ିଶା ଗସ୍ତରେ ଆସି ରାଜଭବନରେ ପହଞ୍ଚିଛନ୍ତି। ଏଠାରେ ସେ ରାଜ୍ୟପାଳ ରଘୁବର ଦାସ,ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ…

ଜେଲରୁ ଲରେନ୍ସ ବିଷ୍ଣୋଇର ଇଣ୍ଟର୍ଭ୍ୟୁ; ୭ ପୁଲିସ ସସପେଣ୍ଡ

ନୂଆଦିଲ୍ଲୀ (ଆମ ଟିଭି): ସାତ ଜଣ ପୁଲିସ କର୍ମଚାରୀଙ୍କୁ ନିଲମ୍ବନ କରିଛନ୍ତି ପଞ୍ଜାବ ସରକାର। ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇ ଜେଲରେ ଥିବାବେଳେ ଗଣମାଧ୍ୟମକୁ ସାକ୍ଷାତକାର ଦେବା ମାମଲାରେ…

ମୁଖ୍ୟମନ୍ତ୍ରୀଙ୍କ ବାତ୍ୟାଞ୍ଚଳ ପରିଦର୍ଶନ କାର୍ଯ୍ୟକ୍ରମ ସ୍ଥଗିତ

ଭୁବନେଶ୍ୱର (ଆମ ଟିଭି): ମୁଖ୍ୟମନ୍ତ୍ରୀଙ୍କ ଆଜିର ବାତ୍ୟାଞ୍ଚଳ ପରିଦର୍ଶନ କାର୍ଯ୍ୟ ସ୍ଥଗିତ । ପାଗ ଅନୁକୂଳ ନଥିବାରୁ ମୁଖ୍ୟମନ୍ତ୍ରୀଙ୍କ ବାତ୍ୟାଞ୍ଚଳ ପରିଦର୍ଶନ ସ୍ଥଗିତ କରାଯାଇଥିବା ସୂଚନା…

ଭୁବନେଶ୍ୱର ବିମାନବନ୍ଦର ନିକଟରେ ବାଘ ଆତଙ୍କ

ଭୁବନେଶ୍ଵର (ଆମ ଟିଭି): ଭୁବନେଶ୍ୱର ବିମାନବନ୍ଦର ନିକଟରେ ବୁଲୁଛି ବାଘ। ବିମାନବନ୍ଦର ନିକଟ ଡମ୍ପିଂ ୟାର୍ଡ ନିକଟରେ ବାଘ ବୁଲୁଥିବାର ଦେଖିବାକୁ ମିଳିଛି। ଡମ୍ପିୟାର୍ଡ ଭିତରେ ଏକ କଳରାପତରିଆ…

ବାତ୍ୟାରେ ରାଜ୍ୟରେ ୭୯ ହଜାର ୬୭୧ ହେକ୍ଟର ଚାଷ ଜମି ପ୍ରଭାବିତ; ଫସଲ କ୍ଷୟକ୍ଷତିର ସମୀକ୍ଷା କଲେ କୃଷିମନ୍ତ୍ରୀ

ଭୁବନେଶ୍ବର (ଆମ ଟିଭି): କୃଷି ଭବନରେ ବାତ୍ୟା ଜନିତ ଫସଲ କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କେ.ଭି. ସିଂହଦେଓ । ବାତ୍ୟା କ୍ଷୟକ୍ଷତି ନେଇ ପ୍ରତିକ୍ରିୟା…