ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ

ପୁରୀ(ଆମ ଟିଭି): ଆସନ୍ତାକାଲି ଫାଲଗୁନ କୃଷ୍ଣ ଷଷ୍ଠୀ ତିଥି। ଏହି ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୫ଟାରୁ…

ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମୟ ବଦଳିଲା: ଟାର୍ଗେଟ୍‌ କଲା ଆପ୍‌

ନୂଆଦିଲ୍ଲୀ (ଆମ ଟିଭି): ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବର ସମୟ ପରିବର୍ତ୍ତନ ହୋଇଛି। ଏବେ ଶପଥ ଗ୍ରହଣ ଉତ୍ସବ ୨୦ ଫେବୃଆରୀ ସକାଳ ୧୧ଟାରେ ଅନୁଷ୍ଠିତ ହେବ। ପୂର୍ବରୁ ଏହାର ସମୟ…

KIIT ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ମୃତ୍ୟୁ ରାଜନୀତି ସରଗରମ: ଅଚ୍ୟୁତଙ୍କ ଗିରଫ ଦାବି କଲେ ବାବୁ

ଭୁବନେଶ୍ୱର (ଆମ ଟିଭି) : KIIT ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ମୃତଘଟଣା ପରେ ଉତ୍ତେଜନା ଲାଗିରହିଛି । ଏହି ଘଟଣାକୁ ନେଇ ଭାଜପା ବିଧାୟକ ବାବୁ ସିଂ କିଟ୍‌ ମାଲିକ ଅଚ୍ୟୁତ ସାମନ୍ତଙ୍କୁ…

IAS ବିଷ୍ଣୁପଦ ସେଠୀଙ୍କ ଇସ୍ତଫାକୁ ନେଇ ଚର୍ଚ୍ଚା

ଭୁବନେଶ୍ୱର (ଆମ ଟିଭି): IAS ବିଷ୍ଣୁପଦ ସେଠୀଙ୍କ ଇସ୍ତଫା ଚର୍ଚ୍ଚା ହେଉଛି। CBI ରେଡ ପ୍ରତିବାଦରେ ଇସ୍ତଫା ଦେଇଥିବା ସୂଚନା ମିଳିଛି। ଏନେଇ ଏକ ହାତଲେଖା ଚିଠି ଗଣମାଧ୍ୟମ ହାତରେ ଲାଗିଛି।…

Odisha Budget: ବଜେଟରେ କୃଷକଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର (ଆମ ଟିଭି): ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରୁଛନ୍ତି। କୃଷି ପାଇଁ ଏଥର ବଜେଟରେ ୩୭,୮୦୦ କୋଟି…

ଦିଲ୍ଲୀ-ଏନସିଆରରେ ଭୂକମ୍ପ ପରେ ଆସିପାରେ ‘ଆଫ୍ଟରଶକ୍‌’, କେନ୍ଦ୍ର ଜାରି କଲା ଚେତାବନୀ

ନୂଆଦିଲ୍ଲୀ (ଆମ ଟିଭି): ସୋମବାର ସକାଳେ ଦିଲ୍ଲୀ-ଏନସିଆରରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଏହା ପରେ ଲୋକମାନେ ଭୟଭୀତ ହୋଇଯାଇଛନ୍ତି। ଏହି ସମୟରେ, କେନ୍ଦ୍ର ସରକାର ପୁଣିଥରେ ଦିଲ୍ଲୀରେ…

ବଜେଟରେ ପେନସନକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ବୟସ୍କଙ୍କ ପାଇଁ…

ଭୁବନେଶ୍ୱର (ଆମ ଟିଭି): ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରୁଛନ୍ତି। ମୋଟ ୨ ଲକ୍ଷ ୯୦ ହଜାର କୋଟି ଟଙ୍କାର…

ଗରିବ ବରିବାରର ଝିଅଙ୍କ ବିବାହ କରାଇବେ ରାଜ୍ୟ ସରକାର; ବଜେଟରେ ବଡ଼ ଘୋଷଣା

ଭୁବନେଶ୍ୱର (ଆମ ଟିଭି): ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରୁଛନ୍ତି। ବଜେଟରେ ଏଥର ମୁଖ୍ୟମନ୍ତ୍ରୀ ଅନେକ ନୂଆ…

‘୨୪ବର୍ଷର କାର୍ଯ୍ୟକାଳ ସହ ୮ମାସର କାର୍ଯ୍ୟକୁ ତୁଳନା କରୁଛନ୍ତି ବିରୋଧୀ’

ଭୁବନେଶ୍ୱର (ଆମ ଟିଭି): ବିଧାନସଭା ବଜେଟ ଅଧିବେଶନ ପ୍ରାରମ୍ଭରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍‌ପାଟି ଦେଇଥିବା ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ନୂଆଦିଲ୍ଲୀ ଷ୍ଟେଶନରେ ଦଳାଚକଟା ଘଟଣା: ସହାୟତା ରାଶି ଘୋଷଣା କଲା ରେଳ ବିଭାଗ

ନୂଆଦିଲ୍ଲୀ (ଆମ ଟିଭି): ଦିଲ୍ଲୀ ଷ୍ଟେଶନରେ ଦଳାଚକଟା ଘଟଣାକୁ ନେଇ ସହାୟତା ଘୋଷଣା କରାଯାଇଛି। ଏହି ଦଳାଚକଟାରେ ୧୮ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୨ ଜଣ ଆହତ ହୋଇଛନ୍ତି। ମୃତକଙ୍କ ପରିବାରକୁ…