ମହାକୁମ୍ଭକୁ ନ ଯାଇ ବି ଚର୍ଚ୍ଚାରେ ଅନନ୍ତ ଅମ୍ବାନୀ, ଶ୍ରଦ୍ଧାଳୁଙ୍କ ପାଇଁ କରିଛନ୍ତି ଏହି କାମ…

ପ୍ରୟାଗରାଜ (ଆମ ଟିଭି): ମହାକୁମ୍ଭ ମଧ୍ୟରେ, ଶିଳ୍ପପତି ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତ ଅମ୍ବାନୀଙ୍କ ଆଗମନକୁ ନେଇ ନିରନ୍ତର କଳ୍ପନାଜଳ୍ପନା ଚାଲିଛି। କିଛି ଦିନ ପୂର୍ବେ, ତାଙ୍କର ମହାକୁମ୍ଭ…

ଯାଜପୁର ପାଇଁ ଅଲୋଡ଼ା ହେଲେ ବବି, ନବୀନ ଦେଲେ ବଡ଼ ଝଟ୍‌କା

ଭୁବନେଶ୍ୱର(ଆମ ଟିଭି): ବିଜେଡି ନେତା ବବି ଦାସ ଏବେ ଯାଜପୁର ପାଇଁ ଅଲୋଡ଼ା ହୋଇଯାଇଛନ୍ତି। ଯିଏ ଦିନେ ଦଳର ଟିକ୍‌ନିକ୍‌ କଥା ବୁଝୁଥିଲେ ତାଙ୍କ ଇଙ୍ଗିତରେ କୁଆଡ଼େ ଦଳ ଉଠ୍‌ବସ୍‌ ହେଉଥିଲା…

ଏହିଦିନ ମିିଳିବ ୪ର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା, ବ୍ୟାଙ୍କକୁ ଯାଇ ତୁରନ୍ତ କରନ୍ତୁ ଏପରି…

ଭୁବନେଶ୍ୱର (ଆମ ଟିଭି): ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ଟଙ୍କାକୁ ନେଇ ରବିବାର ଏକ ବଡ଼ ଘୋଷଣା କରିଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଯୋଗ୍ୟ ହିତାଧିକାରୀଙ୍କୁ ଫେବୃଆରୀ…

ଇନକମ୍‌ ଟ୍ୟାକ୍ସକୁ ନେଇ ବଡ଼ ଘୋଷଣା କଲେ ନିର୍ମଳା ସୀତାରାମନ

ନୂଆଦିଲ୍ଲୀ (ଆମ ଟିଭି): ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କେନ୍ଦ୍ରୀୟ ବଜେଟ ଉପସ୍ଥାପନ କରୁଛନ୍ତି। ଏହା ସହିତ ସେ ଲଗାତାର ୮ମ ବଜେଟ ଉପସ୍ଥାପନ କରିବାର ରେକର୍ଡ ସୃଷ୍ଟି କରିଛନ୍ତି।…

ଭୁବନେଶ୍ୱରର ସମନ୍ବିତ ବିକାଶ, ଟ୍ରାଫିକ୍‌ ନିୟନ୍ତ୍ରଣ ପାଇଁ ୭ ହଜାର କୋଟି

ଭୁବନେଶ୍ୱର (ଆମ ଟିଭି): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଲୋକସେବା ଭବନରେ ପୂର୍ତ୍ତ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷାକରି ରାଜ୍ୟ ସରକାରଙ୍କ ପକ୍ଷରୁ ପରିକଳ୍ପିତ ବିଭିନ୍ନ ନୂତନ…

କେତେ କୋଟି ଟଙ୍କାର ମାଲିକାଣୀ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ, ତାଙ୍କ ପାଖରେ ଅଛି…

ନୂଆଦିଲ୍ଲୀ (ଆମ ଟିଭି): ଶନିବାର ପାର୍ଲାମେଣ୍ଟରେ ଉପସ୍ଥାପିତ ହୋଇଛି ବଜେଟ୍‌। ଏହି ବଜେଟ୍‌ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ। ତେବେ ଅର୍ଥମନ୍ତ୍ରୀ ହୋଇ ସେ ନିଜେ…

୩ ବର୍ଷ ମଧ୍ୟରେ ସବୁ ଜିଲା ମୁଖ୍ୟ ଚିକିତ୍ସାଳୟରେ କର୍କଟ ଚିକିତ୍ସା କେନ୍ଦ୍ର, ବଢ଼ିବ ମେଡିକାଲ ସିଟ୍‌

ନୂଆଦିଲ୍ଲୀ (ଆମ ଟିଭି): ଦେଶର ସମସ୍ତ ଜିଲା ମୁଖ୍ୟ ଡାକ୍ତରଖାନାରେ କର୍କଟ ରୋଗର ଚିକିତ୍ସା ବ୍ୟବସ୍ଥା କରାଯିବ। ଆଗାମୀ ୩ ବର୍ଷ ମଧ୍ୟରେ ଏହି ଲକ୍ଷ୍ୟ ପୂରଣ ହେବ ବୋଲି କେନ୍ଦ୍ର ଅର୍ଥମନ୍ତ୍ରୀ…

ଦିଲ୍ଲୀ ନିର୍ବାଚନ ପୂର୍ବରୁ AAPକୁ ବଡ଼ ଝଟ୍‌କା! ଦଳ ଛାଡ଼ିଲେ ୭ ବିଧାୟକ

ନୂଆଦିଲ୍ଲୀ (ଆମ ଟିଭି): ଦିଲ୍ଲୀ ବିଧାନସଭା ନିର୍ବାଚନର ଠିକ୍‌ ପୂର୍ବରୁ ଆମ୍‌ ଆଦ୍‌ମୀ ପାର୍ଟିକୁ ବଡ଼ ଝଟ୍‌କା। ଏଠାରେ ଦଳର ୭ ବିଧାୟକ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି।…

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ପ୍ରଶଂସା କଲେ ଜୟଶଙ୍କର, କହିଲେ ସରକାରଙ୍କ…

ଭୁବନେଶ୍ୱର (ଆମ ଟିଭି): ଭୁବନେଶ୍ୱର ଜନତା ମଇଦାନରେ ଆୟୋଜିତ ପ୍ରବାସୀ ଭାରତୀୟ ଦିବସର ସଫଳ ଆୟୋଜନ ପାଇଁ ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ଚିଠି ଲେଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ…

ସୋନିଆ-ରାହୁଲଙ୍କ POOR କଥା: ଟାର୍ଗେଟ କଲେ ମୋହନ ମାଝୀ

ଭୁବନେଶ୍ୱର (ଆମ ଟିଭି): ସଂସଦରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀ ଏହାକୁ ସମାଲୋଚନା କରିଛନ୍ତି। ରାଷ୍ଟ୍ରପତିଙ୍କ ଅଭିଭାଷଣ ପରେ ସୋନିଆ…