ବଡ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ; ୫ ଦିନରେ ମିଳିବ ଚାଷୀଙ୍କୁ କ୍ଷତିପୂରଣ

ଅଦିନିଆ ବର୍ଷା କ୍ଷୟକ୍ଷତି। ପାଞ୍ଚ ଦିନ ମଧ୍ୟରେ ଚାଷୀଙ୍କ ପାଖରେ ପହଞ୍ଚିବ ଆର୍ଥିକ ସହାୟତା। ରାଜସ୍ବ ମନ୍ତ୍ରୀ ସୂରେଶ ପୂଜାରୀ ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଚାଷୀଙ୍କୁ…

ଶେଖ୍‌ ହସିନାଙ୍କ ବିରୋଧରେ ଜାରି ହେଲା ଗିରଫ ପରୱାନା

ଦିନ ଯେତିକି ଯେତିକି ବଢୁଛି, ବିବାଦ ସେତିକି ସେତିକି ବଢୁଛି । ଅଗଷ୍ଟରୁ ଦେଶ ଛାଡ଼ି ପଳାଇ ଆସିଥିବା ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଏବେ ଦେଶ ଫେରିବାକୁ ବାଧ୍ୟ ହେବେ ବୋଲି କୁହାଯାଉଛି…

ଫେବ୍ରୁଆରୀ ୫ରେ ଭୋଟ୍, ୮ ଆସିବ ରେଜଲ୍ଟ

ଘୋଷଣା ହେଲା ଦିଲ୍ଲୀ ବିଧାନସଭା ନିର୍ବାଚନ ତାରିଖ । ଫେବ୍ରୁଆରୀ ୫ ତାରିଖରେ ପଡିବ ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭୋଟ୍ । ସମସ୍ତ ୭୦ଟି ଯାକ ଆସନ ପାଇଁ ଗୋଟିଏ ପର୍ୟ୍ୟାୟରେ ଭୋଟ୍…

ଦୁଷ୍କର୍ମକାରୀ ବାବା ଆଶାରାମଙ୍କୁ ମିଳିଲା ଅନ୍ତରୀଣ ଜାମିନ୍‌

ଜେଲରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଦୁଷ୍କର୍ମକାରୀ ବାବା ଆଶାରାମ ବାପୁଙ୍କୁ ଅନ୍ତରୀଣ ଜାମିନ୍‌ ମିଳିଛି। ତାଙ୍କ ସ୍ବାସ୍ଥ୍ୟଗତ ସମସ୍ୟା ଥିବା ହେତୁ ଚିକିତ୍ସା ପାଇଁ ଆଶାରାମଙ୍କୁ ଜାମିନ୍‌…

ଓଡ଼ିଶାରେ ୪୪ ହଜାର ୭୯୩ କୋଟି ଟଙ୍କା ଟଙ୍କାର ନିବେଶକୁ ଗ୍ରୀନ ସିଗନାଲ ଦେଲେ ସରକାର

ଭୁବନେଶ୍ୱର (ଆମ ଟିଭି): ରାଜ୍ୟରେ ନିବେଶ ବଢାଇବା ଲାଗି ସରକାର ଜୋରଦାର ଉଦ୍ୟମ କରୁଥିବା ବେଳେ ସୋମବାର ସରକାର ୪୪ ହଜାର ୭୯୩ କୋଟି ଟଙ୍କାର ପୁଞ୍ଜି ନିବେଶକୁ ଉଚ୍ଚସ୍ତରୀୟ କ୍ଲିଅରାନ୍ସ…

ପୁଣି ଓଡ଼ିଶାକୁ ଆଳୁ ଯୋଗାଣ ବନ୍ଦ କଲେ ମମତା

ଭୁବନେଶ୍ବର (ଆମ ଟିଭି): ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣିଥରେ ଓଡିଶାକୁ ଆଳୁ ଯୋଗାଣ ବନ୍ଦ କରିଛନ୍ତି। ଫଳରେ ରାଜ୍ୟରେ ଆଳୁ ଦର ପୁଣିଥରେ ବୃଦ୍ଧି ପାଇଛି। ଗତ ୪ଦିନ ହେଲା…

ଦିଲ୍ଲୀ ନିର୍ବାଚନ ପାଇଁ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ

ନୂଆଦିଲ୍ଲୀ (ଆମ ଟିଭି): ଫେବୃଆରୀ ମାସରେ ଦିଲ୍ଲୀରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି । ଏହା ପୂର୍ବରୁ ନିର୍ବାଚନ ଆୟୋଗ (ଇସି) ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ କରିଛନ୍ତି । ଏଥର…

‘୬ ମାସରେ ଓଡ଼ିଶା ଲକ୍ଷ୍ମୀଛଡ଼ା ହୋଇଗଲାଣି’: ଅରୁଣ ସାହୁ

ଭୁବନେଶ୍ୱର (ଆମ ଟିଭି): ଦର୍‌ଦାମ ବୃଦ୍ଧି ପ୍ରତିବାଦରେ ସୋମବାର ଆନ୍ଦୋଳନକୁ ଓହ୍ଲାଇଛି ବିଜେଡି। ଲୋୟର ପିଏମ୍‌ଜିଠାରେ ୨୫ରୁ ୩୦ ହଜାର ଲୋକଙ୍କୁ ଏକାଠି କରି ଦର ବୃଦ୍ଧି ପ୍ରସଙ୍ଗରେ ରାଜ୍ୟ…