ଇସ୍କନର ବେଆଇନ ରଥଯାତ୍ରା ବିରୋଧରେ ବଡ଼ ପଦକ୍ଷେପ, ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଗଜପତି ମହାରାଜ
ପୁରୀ : ଇସ୍କନର ବେଆଇନ ରଥଯାତ୍ରା ବିରୋଧରେ ବଡ଼ ପଦକ୍ଷେପ । ପରମ୍ପରା ରକ୍ଷା ପାଇଁ ଗଜପତିଙ୍କ ଅପିଲ୍! । ବିଦେଶରେ ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ…