୧୦ ଦିନ ଭିତରେ ଭୁବନେଶ୍ୱରର ସବୁ ବାର୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ଭୁବନେଶ୍ୱର (ଆମ ଟିଭି): ଭୁବନେଶ୍ୱର ସତ୍ୟବିହାର ସ୍ଥିତ ‘ନୋ ଲିମିଟ୍ ବାର୍‌’ ଅଗ୍ନିକାଣ୍ଡ ପରେ ରାଜ୍ୟରେ ଅଗ୍ନି ନିରାପତ୍ତା ନେଇ କଡାକଡି ଯାଞ୍ଚ ହେବ । ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀ…

ସାରା ରାଜ୍ୟରେ ଶୀତ ଲହରୀ; ଏକାଧିକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ଆମ ଟିଭି): ସାରା ରାଜ୍ୟରେ ଭୟଙ୍କର ଶୀତ, ହାଡ଼ଭଙ୍ଗା ଜାଡ଼ରେ ଥରୁଛି ସାରା ଓଡ଼ିଶା । ୧୦ ଡିଗ୍ରୀ ତଳେ ଆଭ୍ୟନ୍ତରୀଣ ଓଡ଼ିଶାର ତାପମାତ୍ରା । ଶୀତ ଲହରି ଜାରି ରହିବା…

ଓଡ଼ିଶାରେ 4ହଜାର କୋଟିରୁ ଅଧିକ ବ୍ୟୟରେ 2ଟି ସେମିକଣ୍ଡକ୍ଟର ନିର୍ମାଣ ୟୁନିଟ୍ ଖୋଲିବ: କେନ୍ଦ୍ର ମନ୍ତ୍ରୀ

ନୂଆଦିଲ୍ଲୀ (ଆମ ଟିଭି): ଓଡ଼ିଶାରେ ଇଲେକ୍ଟ୍ରୋନିକ୍ସ, ଆଇଟି, ସେମିକଣ୍ଡକ୍ଟର, ଡିଜିଟାଲ ଭିତ୍ତିଭୂମି କ୍ଷେତ୍ରର ବିକାଶ ପାଇଁ କେନ୍ଦ୍ର ସରକାର ଏକାଧିକ ପଦକ୍ଷେପ ଗ୍ରହଣ କରିଥିବା କେନ୍ଦ୍ର…

ପୂର୍ବତନ କେନ୍ଦ୍ର ଗୃହମନ୍ତ୍ରୀ ଶିବରାଜ ପାଟିଲଙ୍କ ପରଲୋକ

ନୂଆଦିଲ୍ଲୀ (ଆମ ଟିଭି): ବରିଷ୍ଠ କଂଗ୍ରେସ ନେତା ଏବଂ ପୂର୍ବତନ କେନ୍ଦ୍ର ଗୃହମନ୍ତ୍ରୀ ଶିବରାଜ ପାଟିଲ ଚାକୁରକରଙ୍କର ଶୁକ୍ରବାର ଲାଟୁରରେ ପରଲୋକ ହୋଇଛି। ଆଜି ୯୦ ବର୍ଷ ବୟସରେ ତାଙ୍କର…

ଭୁବନେଶ୍ୱର ସତ୍ୟବିହାର ସ୍ଥିତ ଏକ ବାର୍‌ରେ ଭୟାବହ ଅଗ୍ନିକାଣ୍ଡ

ଭୁବନେଶ୍ୱର (ଆମ ଟିଭି):  ଆଜି ଭୁବନେଶ୍ୱରର ସତ୍ୟ ବିହାର ଅଞ୍ଚଳରେ ଥିବା ଏକ ବାର୍ ଆଣ୍ଡ ରେଷ୍ଟୁରାଣ୍ଟରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି।  ହୁତୁହୁତୁ ହୋଇ ଜଳୁଛି ବାର୍‌ ଓ ଚାରିଆଡ଼େ…

ନୀଳଗିରିର ବିଧାୟକଙ୍କ ଦ୍ୱାରା ଲେଖାଶ୍ରୀଙ୍କ ବିରୋଧରେ ଅଶୋଭନୀୟ ମନ୍ତବ୍ୟକୁ ନେଇ ରାଜ୍ୟପାଳଙ୍କୁ ଭେଟିଲେ ବିଜେଡି ଟିମ୍

ଭୁବନେଶ୍ୱର (ଆମ ଟିଭି): ଦିନକୁ ଦିନ ରାଜ୍ୟରେ ବଢୁଛି ନାରୀ ନିର୍ଯାତନା। ରାଜ୍ୟରେ ମହିଳାଙ୍କ ସୁରକ୍ଷା ବିପନ୍ନ ହୋଇଛି ବିଜେପି ଶାସନ କ୍ଷମତା ଆସିବା ପରଠାରୁ ବଢ଼ିଛି ନିର୍ଯାତନା। ହେଲେ…

ମୁଖ୍ୟମନ୍ତ୍ରୀଙ୍କୁ ଦିଆଗଲା ମାଲକାନଗିରି ରିପୋର୍ଟ

ଭୁବନେଶ୍ୱର (ଆମ ଟିଭି): ମାଲକାନଗିରି ହିଂସାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଦିଆଗଲା ରିପୋର୍ଟ । ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ।…

ରବିବାର ଓଡ଼ିଶା ଆସୁଛନ୍ତି ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ଭୁବନେଶ୍ୱର (ଆମ ଟିଭି): ଓଡ଼ିଶା ଆସିବେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ । ଆସନ୍ତା ୧୪ ତାରିଖରେ କଟକ ଆସୁଛନ୍ତି ଦେଶର ପ୍ରଧାନ ବିଚାରପତି ଜଷ୍ଟିସ…

ମାଲକାନଗିରି ହିଂସାରେ କ୍ଷତି ହୋଇଛି ୩କୋଟି ୪୦ ଲକ୍ଷ ଟଙ୍କା

ଭୁବନେଶ୍ୱର (ଆମ ଟିଭି): ମାଲକାନଗିରି ହିଂସାରେ ୩ କୋଟି ୪୦ ଲକ୍ଷର କ୍ଷୟକ୍ଷତି ଆକଳନ କରାଯାଇଛି । ଏ ନେଇ ଆଜି ସୂଚନା ଦେଇଛନ୍ତି ଜିଲ୍ଲାପାଳ ସୋମେଶ ଉପାଧ୍ୟାୟ । ସେ କହିଛନ୍ତି ଏହି ଘଟଣାରେ…

“ବିଏସ୍ଏଫ୍ ପୋଷ୍ଟ୍ ନିକଟକୁ ଯାଆନ୍ତୁ ନାହିଁ”: ମମତା ବାନାର୍ଜୀଙ୍କ ଚେତାବନୀ ଶୁଣି ଚିନ୍ତାରେ ଲୋକେ

ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ଭୋଟର ସଂଶୋଧନ (SIR)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ତୃଣମୂଳ କଂଗ୍ରେସ ନେତ୍ରୀ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ କ୍ରିଷ୍ଣାନଗର ରାଲିରେ…