ଝାରସୁଗୁଡାରେ ଏନକାଉଣ୍ଟର, ପୋଲିସ ଗୁଳିମାଡ଼ରେ ୨ ଅପରାଧୀ ଆହତ

ଝାରସୁଗୁଡା: ଝାରସୁଗୁଡାରେ ଏନକାଉଣ୍ଟର । ପୋଲିସ ଏନକାଉଣ୍ଟରରେ ୨ ଅପରାଧୀ ଆହତ । ଆହତ ଅପରାଧୀ ହେଲେ ସୁନୀଲ ମହାନନ୍ଦ ଓ ଚାନ୍ଦ ବନଛୋର । ଗତକାଲି ଝାରସୁଗୁଡା ବେଲପାହାଡ଼ ଫାଟକରେ ଭୁଜାଲି…

ନୟାଗଡ଼ ଅଜିତ ସାହୁ ହତ୍ୟା ମାମଲା, ଆଜି ୪ ଅଭିଯୁକ୍ତଙ୍କୁ ନେଇ କ୍ରାଇମ ସିନ ରିକ୍ରିଏସନ କରିବ ପୋଲିସ

ନୟାଗଡ଼: ନୟାଗଡ଼ ଅଜିତ ସାହୁ ହତ୍ୟା ମାମଲା । ଆଜି ୪ ଅଭିଯୁକ୍ତଙ୍କୁ ନେଇ କ୍ରାଇମ ସିନ ରିକ୍ରିଏସନ କରିବ ପୋଲିସ । କେମିତି ଓ କାହିଁକି ହତ୍ୟା କରିଥିଲେ, ତାହାର ଡେମୋ ଦେଖାଇବେ ଅଭିଯୁକ୍ତ ।…

ଜମିବାଡ଼ି ବିବାଦକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ: ନ୍ୟାୟ ଦାବିରେ ସାଇକେଲରେ ୧୨ କିମି ବୁହାହେଲା ମୃତଦେହ

ସୋର : ନ୍ୟାୟ ଦାବିରେ ସାଇକେଲରେ ୧୨ କିମି ବୁହାହେଲା ମୃତଦେହ । ବାଲେଶ୍ୱର ଜିଲ୍ଲା ଖଇରା ଥାନା ଅନ୍ତର୍ଗତ ହରିପୁର ଗ୍ରାମରେ ଘର ଛାତ ପକେଇବାକୁ ନେଇ ଜମିବାଡ଼ି ବିବାଦକୁ ନେଇ ଦୁଇ ପରିବାର…

ମୌସୁମୀ ଆସିବାକୁ ବାଟ ସଫା: ମେ ୨୦ ସୁଦ୍ଧା ଆଣ୍ଡାମାନରେ ମୌସୁମୀ ବାୟୁ ପହଞ୍ଚିବା ନେଇ ପୂର୍ବାନୁମାନ

ମୌସୁମୀ ଆସିବାକୁ ବାଟ ସଫା । ମେ’ ୨୦ ରେ ବର୍ଷାର ଆଗମନ । ଆଣ୍ଡାମାନରେ ପହଞ୍ଚିବ ମୌସୁମୀ! । ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଠିକ୍…

ଇରାନ ଯୁଦ୍ଧ ମଧ୍ୟରେ ଚୀନ ଗସ୍ତ କରିବେ ଡୋନାଲ୍ଡ ଟ୍ରମ୍ପ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚଳିତ ମାସରେ ଚୀନ ଗସ୍ତ କରିବେ, ଯେଉଁଠାରେ ସେ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ କରିବେ। ଚୀନ୍ ବୈଦେଶିକ ମନ୍ତ୍ରଣାଳୟର ଜଣେ ମୁଖପାତ୍ର…

ସୋମନାଥ ମନ୍ଦିରକୁ ୭୫ ବର୍ଷ ପୂର୍ତ୍ତି, ୧୧ଟି ପବିତ୍ର ସ୍ଥାନର ଜଳରେ କୁମ୍ଭାଭିଷେକ ଏବଂ ଧ୍ବଜାରୋହଣ କଲେ…

ଗୁଜରାଟ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଦିନିଆ ଗୁଜରାଟ ଗସ୍ତ କରିଛନ୍ତି । ଏଠାରେ ଆଜି ସୋମନାଥରେ ଭବ୍ୟ ରୋଡ ଶୋ କରିଛନ୍ତି । ରୋଡ୍ ଶୋ କରିବା ପରେ ପ୍ରଧାନମନ୍ତ୍ରୀ ସୋମନାଥ ମନ୍ଦିର…

ଶୁଭେନ୍ଦୁ ଅଧିକାରୀଙ୍କ ପ୍ରଥମ କ୍ୟାବିନେଟ ବୈଠକରେ ନିଷ୍ପତ୍ତି, ୪୫ ଦିନରେ ଭାରତ-ବାଂଲାଦେଶ ସୀମାରେ ବୁଲିବ ତାରବାଡ଼

କୋଲକତା : ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶୁଭେନ୍ଦୁ ଅଧିକାରୀ ଦାୟିତ୍ୱ ନେବା ପ୍ରଥମ କ୍ୟାବିନେଟ ବୈଠକ କରିଛନ୍ତି । ଏହି ବୈଠକରେ ବଡ଼ ନିଷ୍ପତ୍ତି ନେଇଛନ୍ତି ଶୁଭେନ୍ଦୁ ଅଧିକାରୀ ।…

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ବର୍ତ୍ତମାନ ସୁଦ୍ଧା କୌଣସି ବଡ଼ ବାତ୍ୟାର ଆଶଙ୍କା ନାହିଁ

ଭୁବନେଶ୍ୱର : ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଶ୍ରୀଲଙ୍କା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଛି ।  ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହି…

ସମ୍ବଲପୁରରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ କରି ଦୁର୍ବୃତ୍ତ ଫେରାର

ସମ୍ବଲପୁର: ସମ୍ବଲପୁରରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ । ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ କରି ଦୁର୍ବୃତ୍ତମାନେ ଫେରାର ହୋଇଯାଇଛନ୍ତି । ଗୁରୁତର ଯୁବକ ବିକି ରଏ । ସଙ୍କାଟପର୍ଣ୍ଣ…

ଚାଲିଛି ରଥନିର୍ମାଣ କାମ, କାଠ ଗୁଡ଼ିକର ଚଉପଟ କାର୍ଯ୍ୟ ଶେଷ କରିଛନ୍ତି ତିନିରଥ ମହାରଣା ସେବକ

ପୁରୀ : ମହାପ୍ରଭୁଙ୍କ ଘୋଷଯାତ୍ରା ଲାଗି ଜୋରସୋରରେ ଚାଲିଛି ରଥନିର୍ମାଣ କାମ । ତିନି ରଥର ଚକ ନିର୍ମାଣ ସହ ତିନି ରଥର ଯୋଜା ଓ ମୁହାଁଟ ଚଉପଟ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଭୋଇ…