ଭାରତ କେବେବି ଆତଙ୍କବାଦ ଆଗରେ ମୁଣ୍ଡ ନୁଆଁଇବ ନାହିଁ, ପହଲଗାମ ଆକ୍ରମଣର ପ୍ରଥମ ବାର୍ଷିକୀରେ ପ୍ରଧାନମନ୍ତ୍ରୀଙ୍କ…
ନୂଆଦିଲ୍ଲୀ : ଆଜି ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ଗୋଟିଏ ବର୍ଷ ପୂରିଛି । ଆକ୍ରମଣର ପ୍ରଥମ ବାର୍ଷିକୀରେ ଭାରତ ପହଲଗାମ ସହିଦଙ୍କୁ ଭୁଲିନାହିଁ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…